ତାମିଲନାଡୁରେ ପ୍ରଥମ ଡେଲ୍‌ଟା ପ୍ଲସ୍‌ ରୋଗୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ ଆଉ ଜଣେ ଡେଲ୍‌ଟା ପ୍ଲସ୍‌ ରୋଗୀଙ୍କ ମୃତ୍ୟୁ। ମଧ୍ୟପ୍ରଦେଶ ଏବଂ ମହାରାଷ୍ଟ୍ର ପରେ ତାମିଲନାଡୁରେ ଡେଲ୍‌ଟା ପ୍ଲସ୍‌ ରୋଗୀଙ୍କ ମୃତ୍ୟୁ ନେଇ ରିପୋର୍ଟ ଆସିଛି । ମଦୁରାଇର ଜଣେ ବ୍ୟକ୍ତି ନୂଆ ଡେଲଟା ଭାରିଆଣ୍ଟରେ ମୃତ୍ୟୁବରଣ କରିଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ କହିଛି। ରୋଗୀଙ୍କ ମୃତ୍ୟୁ ପରେ ନମୁନା ସଂଗ୍ରହ କରାଯାଇଥିଲା ପରେ ଏହା ‘ଡେଲଟା ପ୍ଲସ୍’ ବୋଲି ସ୍ପଷ୍ଟ ହୋଇଥିଲା। ଶୁକ୍ରବାର ଦିନ କେନ୍ଦ୍ର ସୂଚନା ଦେଇଛି ଯେ ଦେଶରେ ଏପର୍ୟ୍ୟନ୍ତ ୪୫,୦୦୦ ନମୁନାରେ କରୋନାଭାଇରସର ନୂଆ ରୂପ ଅର୍ତାତ୍‌ ଡେଲଟା ପ୍ଲସ୍ ଭାରିଆଣ୍ଟର ୫୧ ଟି ମାମଲା ଚିହ୍ନଟ ହୋଇଛି।

ସୂଚନା ଥାଉକି, ଦେଶରେ ମୋଟ ୧୧ଟି ରାଜ୍ୟର ୧୮ଟି ଜିଲ୍ଲାରେ ୪୮ଡେଲ୍ଟା ପ୍ଲସ ମାମଲା ଚିହ୍ନଟ ହୋଇଛି । ମହାରାଷ୍ଟ୍ରରେ ସର୍ବାଧିକ ୨୦ଟି ଡେଲ୍ଟା ପ୍ଲସ ମାମଲା ଚିହ୍ନଟ ହୋଇଛନ୍ତି । ବିଶ୍ୱର ମୋଟ ୧୨ଟି ଦେଶରେ ଏହି ପ୍ରଜାତି ଚିହ୍ନଟ ହୋଇଛନ୍ତି । ସେପଟେ ଓଡ଼ିଶାରେ ମଧ୍ୟ ପ୍ରଥମ ଡେଲ୍ଟା ପ୍ଲସ ଭାରିଆଣ୍ଟ ଚିହ୍ନଟ ହୋଇଛି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’