Masthead

୨ଦିନ ଧରି କାଚିବ ବର୍ଷା

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଏବଂ ଝାଡ଼ଖଣ୍ଡ ଉପରେ ସୃଷ୍ଟି ହୋଇଛି ଏକ ଟ୍ରପ୍‌ଲାଇନ । ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ ଏବଂ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ