ଆଜି ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରବିବାର ପ୍ରଧାନମନ୍ତ୍ରୀଙ୍କ ମନ କି ବାତ୍ କାର୍ଯ୍ୟକ୍ରମ । ଏହା ହେଉଛି ୭୮ତମ ସଂସ୍କରଣ । ଦିନ ୧୧ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କରୋନାର ତୃତୀୟ ଲହର ଓ ଟୀକାକରଣ ନେଇ ଆଲୋଚନା ହେବା ନେଇ ସୂଚନା ମିଳିଛି ।

ଶେଷଥର ପାଇଁ ମେ ୩୦ରେ ଦେଶବାସୀଙ୍କୁ ମନର କଥା କହିଥିଲେ ମୋଦି। କୋରୋନା ସହିତ ବାତ୍ୟା ମୁକାବିଲାରେ ଦେଶବାସୀଙ୍କ ଧର୍ଯ୍ୟକୁ ପ୍ରଶଂସା କରିଥିଲେ ମୋଦି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ