Masthead

ଜାମ୍ମୁ-କାଶ୍ମୀର ଏୟାରପୋର୍ଟ ପରିସରରେ ବିସ୍ଫୋରଣ

ଶ୍ରୀନଗର (ବଡ଼ ଖବର ବ୍ୟୁରୋ): ଜାମ୍ମୁ-କାଶ୍ମୀର ଏୟାରପୋର୍ଟ ପରିସରରେ ବିସ୍ଫୋରଣ । ଜାମ୍ମୁ ବିମାନ ବନ୍ଦରର ଟେକ୍ନିକାଲ ଅଞ୍ଚଳରେ ବିସ୍ଫୋରଣ ହୋଇଥିବା ରିପୋର୍ଟରୁ ଜଣାଯାଇଛି । ବିସ୍ଫୋରଣ ସଂପର୍କିତ ସୂଚନା ମିଳିବା ପରେ ଫରେନସିକ ଟିମ୍ ଏବଂ ବିଶେଷଜ୍ଞ ଦଳ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରୁଛନ୍ତି। ବିଳମ୍ୱିତ ରାତି ୨ଟାରେ ଏହି ବିସ୍ଫୋରଣ ଘଟିଛି । ସୂଚନା ମିଳିବା ପରେ ବୋମା ନିଷ୍କ୍ରିୟକାରୀ ଟିମ ଘଟଣାସ୍ଥଳରେ ପହଞ୍ଚିଥିଲେ ।

ଏହାସହ ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡାକଡି କରାଯାଇଛି । ସୂଚନାଯୋଗ୍ୟ, ଜମ୍ମୁ କଶ୍ମୀରରେ ସୁରକ୍ଷା ବାହିନୀର ବ୍ୟାପକ ବ୍ୟବସ୍ଥା ପରେ ଆତଙ୍କବାଦୀମାନେ ଏବେ ସକ୍ରିୟ ହୋଇଉଠିଛନ୍ତି । ଆତଙ୍କବାଦୀମାନେ ଜମ୍ମୁ କଶ୍ମୀରକୁ ନିଜର ଦବଦବା ତଥା ସ୍ଥିତି ଜାହିର କରିବାରେ ଲାଗିଛନ୍ତି । ଶନିବାର ସେମାନେ ଶ୍ରୀନଗରର ବରବରଶାହ ଅଞ୍ଚଳରେ ଏକ ସିଆରପିଏଫ ବଙ୍କର ଉପରେ ବୋମାମାଡ଼ କରିଥିଲେ । ଏଥିରେ ଜଣେ ସାଧାରଣ ନାଗରିକଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ହୋଇଥିଲେ । ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏନଡିଏ ବୈଠକ ମୋଦିଙ୍କ ହୁଙ୍କାର 🔴 ଦଳ ଏବଂ ଘରୁ ବେଦଖଲ ହେଲେ ଲାଲୁ ନନ୍ଦନ 🔴 ବର୍ଷା ପାଇଁ ୪୯ ବିମାନର ଗତିପଥ ପରିବର୍ତ୍ତନ 🔴 ଦେବାଶିଷ-ସୌମ୍ୟ ଭେଟଘାଟ୍, ବିଜେଡିକୁ ଘାରିଛି କୋକୁଆ ଭୟ! 🔴 ନବୀନଙ୍କୁ ବେଖାତିର…ପ୍ରତାପଙ୍କ ଘରେ ପାଣ୍ଡିଆନ ପନ୍ଥୀ 🔴 ‘ଆତଙ୍କବାଦ ଶେଷ ଭାରତର ସଂକଳ୍ପ’ 🔴 ୩୨ ପାକିସ୍ତାନୀ ସେନା ନିହତ 🔴 ଡିଭାଇଡରରେ ଧକ୍କା ହୋଇ ଟ୍ରକକୁ ପିଟିଲା କାର୍‌ 🔴 ଦାନା ବାନ୍ଧୁଛି ଲଘୁଚାପ 🔴 ଶୁଭମନ ଗିଲ ଟେଷ୍ଟ ଟିମ କ୍ୟାପଟେନ 🔴 ଏନଡିଏ ବୈଠକ ମୋଦିଙ୍କ ହୁଙ୍କାର 🔴 ଦଳ ଏବଂ ଘରୁ ବେଦଖଲ ହେଲେ ଲାଲୁ ନନ୍ଦନ 🔴 ବର୍ଷା ପାଇଁ ୪୯ ବିମାନର ଗତିପଥ ପରିବର୍ତ୍ତନ 🔴 ଦେବାଶିଷ-ସୌମ୍ୟ ଭେଟଘାଟ୍, ବିଜେଡିକୁ ଘାରିଛି କୋକୁଆ ଭୟ! 🔴 ନବୀନଙ୍କୁ ବେଖାତିର…ପ୍ରତାପଙ୍କ ଘରେ ପାଣ୍ଡିଆନ ପନ୍ଥୀ 🔴 ‘ଆତଙ୍କବାଦ ଶେଷ ଭାରତର ସଂକଳ୍ପ’ 🔴 ୩୨ ପାକିସ୍ତାନୀ ସେନା ନିହତ 🔴 ଡିଭାଇଡରରେ ଧକ୍କା ହୋଇ ଟ୍ରକକୁ ପିଟିଲା କାର୍‌ 🔴 ଦାନା ବାନ୍ଧୁଛି ଲଘୁଚାପ 🔴 ଶୁଭମନ ଗିଲ ଟେଷ୍ଟ ଟିମ କ୍ୟାପଟେନ