Masthead

ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ

ଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ । ମୁଖ୍ୟ ଜରୁରୀକାଳିନ ୱାର୍ଡରେ ସାମାନ୍ୟ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଏଥିରେ କିଛି କ୍ଷୟକ୍ଷତି ହୋଇନଥିବା ଜଣାପଡିଛି । ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଛନ୍ତି ।

ସକାଳ ପ୍ରାୟ ୫ଟାରେ ଅଗ୍ନିକାଣ୍ଡ ଘଟିଛି । ସମସ୍ତ ରୋଗୀଙ୍କୁ ନିରାପଦରେ ସ୍ଥାନାନ୍ତର କରାଯାଇଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ତଦନ୍ତ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ