Masthead

ଜୁଲାଇ ୩୧ ସୁଦ୍ଧା ଯୁକ୍ତ ଦୁଇ ରେଜଲ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜୁଲାଇ ୩୧ ସୁଦ୍ଧା ଯୁକ୍ତ ଦୁଇ ରେଜଲ୍ଟ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ବଦଳିଲା ନିଷ୍ପତ୍ତି । ଜୁଲାଇ ୩୧ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ କରିବାକୁ ସୁପ୍ରିମକୋର୍ଟ ଦେଶର ସମସ୍ତ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦକୁ ନିଷ୍ପତ୍ତି ଦେଇଛନ୍ତି । ଯେଉଁ ରାଜ୍ୟ ବିକଳ୍ପ ମୂଲ୍ୟାୟନ ଆରମ୍ଭ କରିନାହାନ୍ତି, ୧୦ ଦିନ ମଧ୍ୟରେ ପଦକ୍ଷେପ ନେବା ସହ ନିର୍ଦ୍ଧାରିତ ମସୟ ମଧ୍ୟରେ ରେଜଲ୍ଟ ପ୍ରକାଶ କରିବାକୁ ସୁପ୍ରିମକୋର୍ଟ କହିଛନ୍ତି ।

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ତତ୍ପରତା ଦେଖାଇଛି। କିନ୍ତୁ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ଫଳ ପ୍ରକାଶ ଲାଗି ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଆଗୁଆ ଘୋଷଣା କରିଥିଲା । ଏବେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଆସିବା ପରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷଙ୍କ ଚିନ୍ତା ବଢିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି