Masthead

ଟିକାକରଣ ସଂଖ୍ୟାରେ ଆମେରିକାକୁ ଟପିଲା ଭାରତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):: ଟିକାକରଣରେ ଭାରତ ରେକର୍ଡ ସୃଷ୍ଟି କରିଛି । ଆମେରିକାକୁ ପଛରେ ପକାଇଛି ଭାରତ । ଦେଶରେ କରୋନା ସଂକ୍ରମଣ କମୁଥିବା ବେଳେ ଟିକାକରଣରେ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଟିକାକରଣରେ ଭାରତ ଶକ୍ତିଶାଳୀ ଆମେରିକାକୁ ପଛରେ ପକାଇ ଦେଇଛି। ଆମେରିକା ତୁଳନାରେ ଭାରତରେ ଅଧିକ ଡୋଜର ଟିକାକରଣ ହୋଇଥିବା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ, ଦେଶରେ ମୋଟ ୩୨.୩୬ କୋଟି ଡୋଜ୍‌ର ଟିକାକରଣ ହୋଇଛି। ଆମେରିକାରେ ଏହା ୩୨.୩୩ କୋଟି ରହିଛି। ଭାରତରେ ମୋଟ ୩୨,୩୬,୬୩,୨୯୭ ଡୋଜର ଟିକାକରଣ ହୋଇଛି। ଟିକାକରଣରେ ଆମେରିକାକୁ ଭାରତ ଅତିକ୍ରମ କରି ଯାଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ କରି ସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଭାରତର ଟିକାକରଣ କାର୍ଯ୍ୟକ୍ରମ ଦ୍ରୁତଗତିରେ ଆଗକୁ ବଢ଼ୁଛି। ଏହାକୁ କାର୍ଯ୍ୟକାରୀ କରିଥିବା ସମସ୍ତଙ୍କୁ ଶୁଭେଚ୍ଛା। ସମସ୍ତଙ୍କୁ ମାଗଣାରେ ଟିକା ଯୋଗାଇ ଦେବା ଦିଗରେ ଆମେ ପ୍ରତିବଦ୍ଧ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ