Masthead

ରେଡ ଜୋନ ଜିଲ୍ଲାରେ କଟକଣା ଅଧିକ କଡାକଡି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):: ରାଜ୍ୟରେ କମୁଛି କୋଭିଡ ସଂକ୍ରମଣ ହାର । କରୋନା ଗ୍ରାଫ ଏବେ ତଳମୁହାଁ । ତଥାପି ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ଆସିନାହିଁ । ଜୁଲାଇ ପହିଲାରେ ଆଂଶିକ ଲକଡାଉନ ଅବଧି ଶେଷ ହେବ । ସଂକ୍ରମଣ ହାର ୫ ପ୍ରତିଶତ ତଳେ ଥିବା “ଗ୍ରୀନ ଜୋନ’’ ଏବଂ ୫ ପ୍ରତିଶତ ଉପରେ ଥିବା “ୟେଲୋ ଜୋନ ଜିଲ୍ଲାଗୁଡିକରେ ଲକଡାଉନ କଟକଣାକୁ ଆହୁରି କୋହଳ କରିବାକୁ ରାଜ୍ୟ ସରକାର ଯୋଜନା କରୁଥିବା ଜଣାପଡିଛି ।

ତେବେ ରେଡ ଜୋନ ଉପରେ ଥିବା ଜିଲ୍ଲାଗୁଡିକରେ କଟକଣା ଅଧିକ କଡାକଡି କରାଯାଇପାରେ । ଆଜି ଏ ନେଇ ମୁଖ୍ୟ ଶାସନ ସଚିବ, ସ୍ୱତନ୍ତ୍ର ରିଲିଫ କମିଶନର, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସମସ୍ତ ଜିଲ୍ଲାପାଳ, ମହାନଗର ନିଗମ କମିଶନର, ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ନେଇ କୋଭିଡ ସ୍ଥିତି ଉପରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି । ଯେଉଁ ଜିଲାଗୁଡିକରେ ୧୦ ପ୍ରତିଶତରୁ ଉପରେ ସଂକ୍ରମଣ ରହୁଛି । ସେଠାରେ କଟାକଣା କଡାକଡି ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ