Masthead

ୱାନ ନେସନ ୱାନ ରାସନ କାର୍ଡ଼ ପାଇଁ ସମୟ ଧାର୍ଯ୍ୟ କଲେ ସୁପ୍ରିମ କୋର୍ଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ୱାନ ନେସନ ୱାନ ରାସନ କାର୍ଡ଼ କାର୍ଯ୍ୟକାରୀକୁ ନେଇ ତାରିଖ ଧାର୍ଯ୍ୟ କରିଛନ୍ତି ସୁପ୍ରିମ କୋର୍ଟ । ଜୁଲାଇ ୩୧, ୨୦୨୧ ମଧ୍ୟରେ ଏହି ଯୋଜନା କାର୍ଯ୍ୟକାରୀ କରିବାକୁ କହିଛନ୍ତି ସୁପ୍ରିମ କୋର୍ଟ । ଏହାଦ୍ୱାରା ପ୍ରବାସୀ ଶ୍ରମିକମାନେ ଦେଶର ଯେକୌଣସି ସ୍ଥାନରେ ରହିଲେ ମଧ୍ୟ ରାସନ ପାଇବାରେ କୌଣସି ଅସୁବିଧା ସାମ୍ନା କରିବେନି । କରୋନା କାରଣରୁ ପ୍ରବାସୀ ଶ୍ରମିକଙ୍କ ସୁବିଧା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଅନେକ ଗୁଡ଼ିଏ ନିର୍ଦ୍ଦେଶାନାମା ଜାରି କରିଛନ୍ତି ସୁପ୍ରିମ କୋର୍ଟ । ପ୍ରବାସୀମାନଙ୍କୁ ଶୁଖିଲା ରାସନ ସହିତ ମହାମାରୀ ପର୍ଯ୍ୟନ୍ତ ସେମାନଙ୍କୁ ରନ୍ଧା ଖାଦ୍ୟ ଦେବାକୁ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସର୍ବୋଚ୍ଚ ଅଦାଲତ ।

ଏଥି ସହିତ ନ୍ୟାସନାଲ ଡାଟା ଗ୍ରୀଡ୍ ପୋର୍ଟାଲରେ ଅସଂଗଠିତ କ୍ଷେତ୍ରରେ କାମ କରୁଥିବା ଶ୍ରମିକଙ୍କ ପଞ୍ଜିକରଣ ଜୁଲାଇ ୩୧ ସୁଦ୍ଧା କରିବାକୁ କହିଛନ୍ତି ସୁପ୍ରିମ କୋର୍ଟ । ମଙ୍ଗଳବାର ଦିନ କରୋନା ଦ୍ଵିତୀୟ ତରଙ୍ଗ ସମୟରେ ଲାଗୁ ହୋଇଥିବା ପ୍ରତିବନ୍ଧକ ଦ୍ୱାରା ପ୍ରବାସୀ ଶ୍ରମିକଙ୍କ ପାଇଁ ଖାଦ୍ୟ ନିରାପତ୍ତା ଏବଂ ଅନ୍ୟାନ୍ୟ କଲ୍ୟାଣମୂଳକ ପଦକ୍ଷେପ ନିଶ୍ଚିତ କରିବାକୁ ସୁପ୍ରିମକୋର୍ଟ ରାଜ୍ୟ ଓ କେନ୍ଦ୍ରକୁ ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ 🔴 ଭୁବନେଶ୍ୱରରେ ହେବ ଅଣ୍ଡରଗ୍ରାଉଣ୍ଡ୍ ମେଟ୍ରୋ 🔴 ବିଦ୍ୟୁତ୍‌ ତାର ଲାଗି ୩ ଶ୍ରମିକ ମୃତ 🔴 ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା 🔴 ନିରଞ୍ଜନଙ୍କ ଅବଦାନ କ’ଣ?…ପଚାରୁଛି ସୁବର୍ଣ୍ଣପୁର 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ 🔴 ଭୁବନେଶ୍ୱରରେ ହେବ ଅଣ୍ଡରଗ୍ରାଉଣ୍ଡ୍ ମେଟ୍ରୋ 🔴 ବିଦ୍ୟୁତ୍‌ ତାର ଲାଗି ୩ ଶ୍ରମିକ ମୃତ 🔴 ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା 🔴 ନିରଞ୍ଜନଙ୍କ ଅବଦାନ କ’ଣ?…ପଚାରୁଛି ସୁବର୍ଣ୍ଣପୁର