Masthead

କରୋନା ପରେ ଏବେ ସାଇଟୋମେଗାଲ ଭାଇରସ ଭୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ କୋରୋନାର ଦ୍ୱିତୀୟ ଲହର ଧିରେ ଧିରେ କମିବାରେ ଲାଗିଛି । ହେଲେ କୋରୋନାରୁ ସୁସ୍ଥ ହେବା ପରେ ବଢୁଛି ଟେନସନ । କରୋନାରୁ ସୁସ୍ଥ ହେବା ପରେ ଅନେକ କିଛି ରୋଗ ଏବେ ଦେଖିବାକୁ ମିଳୁଛି । ବ୍ଲାକ, ହ୍ୱାଇଟ ଓ ୟେଲୋ ଫଙ୍ଗସ୍ ପରେ ଏବେ ନୂଆ ଭୟଙ୍କର ରୋଗ ଦେଖିବାକୁ ମିଳୁଛି । ଏହାର ନାଁ ହେଉଛି ସାଇଟୋମେଗାଲୋ ଭାଇରସ ।

ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ସାଇଟୋମେଗାଲୋ ନାମକ ନୂଆ ସଂକ୍ରମଣ ଦେଖାଯାଇଛି। ଦିଲ୍ଲୀର ଗଙ୍ଗା ରାମ ହସ୍ପିଟାଲରେ କୋଭିଡ ରୋଗୀଙ୍କଠାରେ ସାଇଟୋମେଗାଲୋ ଭାଇରସର ପାଞ୍ଚଟି ମାମଲା ରିପୋର୍ଟ ହୋଇଥିବା ହସ୍ପିଟାଲ୍‌ ପକ୍ଷରୁ ସୂଚନା ମିଳିଛି। ତେବେ ଏହି ୫ଟି ମାମଲାରୁ ଜଣଙ୍କର ମୃତ୍ୟୁ ହୋଇଛି । କୋରୋନାରୁ ସୁସ୍ଥ ପରେ ସାଇଟୋମେଗାଲୋ ଭାଇରସ କାରଣରୁ ମଳଦ୍ୱାରରୁ ରକ୍ତ ପଡ଼ିବା ଘଟଣା ଭାରତରେ ପ୍ରଥମେ ରିପୋର୍ଟ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା