Masthead

ଗଣେଶ ପୂଜା ପାଇଁ ନିର୍ଦ୍ଦେଶନାମା ଜାରି

(ବଡ଼ ଖବର ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ମଧ୍ୟରେ ମହାରାଷ୍ଟ୍ରରେ ଗଣେଶ ପୂଜା ଆରମ୍ଭ ହେବାକୁ ଯାଉଛି । ସଂକ୍ରମଣକୁ ରୋକିବା ପାଇଁ ଏଥର ମଧ୍ୟ ରାଜ୍ୟ ସରକାର ନୂତନ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଏହି ଗାଇଡଲାଇନ ଅନୁଯାୟୀ ପାଣ୍ଡେଲରେ ଅର୍ଥାତ ସର୍ବସାଧାରଣ ମଣ୍ଡପରେ ୪ ଫୁଟ ଆକାର ମୂର୍ତ୍ତି ଏବଂ ଘରେ ୨ଫୁଟ ଆକାର ମୂର୍ତ୍ତି ଆଣି ପୂଜା କରିବାକୁ କୁହାଯାଇଛି । ପୂଜାର ପ୍ରଥମ ଦିନରେ ଏବଂ ଶେଷ ଦିନରେ କୌଣସି ଶୋଭାଯାତ୍ରାକୁ ଅନୁମତି ଦିଆଯାଇ ନାହିଁ ।

ଆୟୋଜକମାନେ ପୂଜାର ଆୟୋଜନ କରିବା ପୂର୍ବରୁ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଅନୁମତି ନେବେ । ଏହି ପୂଜାକୁ ସରଳ ଓ ନିରାଡମ୍ବର ଭାବେ ପାଳନ କରିବାକୁ ନିର୍ଦ୍ଦେଶ ରହିଛି । ସାଂସ୍କୃତିକ କାର୍ଯ୍ୟକ୍ରମ କରିବାକୁ ମନା କରାଯାଇଛି । ଗାଇଡଲାଇନରେ ଆହୁରି ମଧ୍ୟ କୁହାଯାଇଛି ଯେ, ଆୟୋଜକମାନେ ମଣ୍ଡପରେ ଭିଡ଼ ନହେବା ପ୍ରତି ଧ୍ୟାନ ରଖିବେ । ବଡ଼ ମଣ୍ଡପଗୁଡିକ ସୋସିଆଲମିଡିଆ କିମ୍ବା ଲାଇଭଷ୍ଟ୍ରିମିଂ ମାଧ୍ୟମରେ ଅନଲାଇନ ଦର୍ଶନର ସୁବିଧା ଯୋଗାଇ ପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ