Masthead

କୋହଳ ହୋଇପାରେ କଟକଣା !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବୁଧବାର ସରୁଛି ଆଂଶିକ ଲକଡାଉନ ଅବଧି । ଆଗାମୀ ଅନଲକ ନେଇ ବୁଧବାର ଘୋଷଣା କରିପାରନ୍ତି ରାଜ୍ୟ ସରକାର । ସଂକ୍ରମଣ କମ୍ ଥିବାରୁ ୨୧ ଜିଲ୍ଲାରେ କୋହଳ ହୋଇପାରେ କଟକଣା ।

ବୁଧବାର ସରୁଛି ଚତୁର୍ଥ ପର୍ଯ୍ୟାୟ ଲକଡାଉନ । ସେପଟେ ରାଜ୍ୟରେ ଜାରି ରହିଛି ନାଇଟ କର୍ଫ୍ୟୁ ଓ ସପ୍ତାହନ୍ତ ସଟଡାଉନ । ଅଧିକ ସଂକ୍ରମଣ ପ୍ରବଣ ଜିଲ୍ଲାଗୁଡିକରେ ଦିନ ଗୋଟାଏ ଯାଏଁ ଅତ୍ୟାବଶକୀୟ ସାମଗ୍ରୀ ଦୋକାନ ଖୋଲୁଛି । ସେହିଭଳି କମ୍ ସଂକ୍ରମଣ ଥିବା ଜିଲ୍ଲା ଗୁଡିକରେ ଅପରାହ୍ଣ ୫ ଯାଏଁ ଦୋକାନ ବଜାର ଖୋଲିବା ପାଇଁ ଅନୁମତି ରହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ 🔴 ବନ୍ୟା ପାଣି ଘେରରେ ଜନନୀ ଯନ୍ତ୍ରଣା 🔴 ହତ୍ୟା ପରେ ଆତ୍ମସମର୍ପଣ 🔴 ବାରବାଙ୍କ ଘାଟିରେ ଭୂସ୍ଖଳନ 🔴 ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା 🔴 ରାଜ୍ୟରେ ହେବ ‘ବୟୋଜ୍ୟେଷ୍ଠ ଉତ୍ସବ’ 🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ 🔴 ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ 🔴 ବନ୍ୟା ପାଣି ଘେରରେ ଜନନୀ ଯନ୍ତ୍ରଣା 🔴 ହତ୍ୟା ପରେ ଆତ୍ମସମର୍ପଣ 🔴 ବାରବାଙ୍କ ଘାଟିରେ ଭୂସ୍ଖଳନ 🔴 ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା 🔴 ରାଜ୍ୟରେ ହେବ ‘ବୟୋଜ୍ୟେଷ୍ଠ ଉତ୍ସବ’ 🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ