Masthead

ଇଣ୍ଡୋନେସିଆରେ ବୁଡ଼ିଲା ଜାହାଜ: ୬ ମୃତ, ୭ ନିଖୋଜ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇଣ୍ଡୋନେସିଆରେ ବୁଡ଼ିଲା ଜାହାଜ । ବାଲି ଉପକୂଳରେ ଏକ ଯାତ୍ରୀବାହୀ ଜାହାଜ ବୁଡ଼ିଯିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଛି। ନ୍ୟୁଜ୍ ଏଜେନ୍ସି ମଙ୍ଗଳବାର ଦିନ ସ୍ଥାନୀୟ ପୋଲିସ ମୁଖପାତ୍ରଙ୍କ ଉଦ୍ଦେଶ୍ୟରେ କହିଛନ୍ତି, ବାଲି ଉପକୂଳରେ ଏକ ଯାତ୍ରୀବାହୀ ଜାହାଜ ବୁଡ଼ିଯିବା ଫଳରେ ୬ ଜଣଙ୍କର ମୃତ୍ୟୁ ଘଟିଛି।

ଏହି ଦୁର୍ଘଟଣାରେ ତିନି ପୁରୁଷ ଏବଂ ତିନି ମହିଳାଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଥିବା ସେ କହିଛନ୍ତି। ଜାହାଜରେ ୪୧ ଜଣ ଯାତ୍ରୀ ଏବଂ ୧୫ ଜଣ ଚାଳକ ଦଳ ଥିବା ଜଣାଯାଇଛି। ଜାହାଜଟି ବାଲିର ଗିଲିମାନୁକ୍ ବନ୍ଦରକୁ ଯାଉଥିଲା, କିନ୍ତୁ ଗନ୍ତବ୍ୟ ସ୍ଥଳରେ ପହଞ୍ଚିବା ପୂର୍ବରୁ ବୁଡ଼ି ଯାଇଥିଲା। ନ୍ୟୁଜ୍ ଏଜେନ୍ସି ଅନୁଯାୟୀ ୭ ଜଣ ନିଖୋଜ ଥିବା ଜଣାପଡିଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଡ଼ିଶାକୁ ମାଡି ଆସୁଛି ପ୍ରବଳ ବର୍ଷା 🔴 ବିଜେଡିରେ କମ୍ପନ, ରାଜା-ବବି-ପାଣ୍ଡିଆନ ଫାଇଟ! 🔴 ଟପ୍ ସିକ୍ରେଟ୍ ଯୋଦ୍ଧା 🔴 ଜ୍ୟୋତିଙ୍କ ୟୁପି ଲିଙ୍କ 🔴 ଯେବେ ସିନ୍ଦୂର ବାରୁଦ ହୁଏ…. 🔴 ବିଜେଡି କର୍ମୀଙ୍କୁ ମାଡ଼ 🔴 ପହଲଗାମ ଆଟାକକୁ ମାସେ, ଆଜି ବି ମନେପଡିଲେ… 🔴 ଡଙ୍ଗା ବୁଡ଼ି ୨ ଛୁଆ ମୃତ, ମା’ ନିଖୋଜ 🔴 ପୁଣି ଓଡ଼ିଶାକୁ ଫେରିଲା କରୋନା 🔴 ମିଳିଲା ଡାଏରି, ଖୋଲିବ ଜ୍ୟୋତିଙ୍କ ଗୁମର 🔴 ଓଡ଼ିଶାକୁ ମାଡି ଆସୁଛି ପ୍ରବଳ ବର୍ଷା 🔴 ବିଜେଡିରେ କମ୍ପନ, ରାଜା-ବବି-ପାଣ୍ଡିଆନ ଫାଇଟ! 🔴 ଟପ୍ ସିକ୍ରେଟ୍ ଯୋଦ୍ଧା 🔴 ଜ୍ୟୋତିଙ୍କ ୟୁପି ଲିଙ୍କ 🔴 ଯେବେ ସିନ୍ଦୂର ବାରୁଦ ହୁଏ…. 🔴 ବିଜେଡି କର୍ମୀଙ୍କୁ ମାଡ଼ 🔴 ପହଲଗାମ ଆଟାକକୁ ମାସେ, ଆଜି ବି ମନେପଡିଲେ… 🔴 ଡଙ୍ଗା ବୁଡ଼ି ୨ ଛୁଆ ମୃତ, ମା’ ନିଖୋଜ 🔴 ପୁଣି ଓଡ଼ିଶାକୁ ଫେରିଲା କରୋନା 🔴 ମିଳିଲା ଡାଏରି, ଖୋଲିବ ଜ୍ୟୋତିଙ୍କ ଗୁମର