୨ ଟା ୩୦ରେ ଗୁରୁତ୍ବପୂର୍ଣ୍ଣ ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅପରାହ୍ଣ ୨ଟା ୩୦ରେ ମୁଖ୍ୟ ଶାସନ ସଚିବଙ୍କ ପ୍ରେସ୍ ବାର୍ତ୍ତା । ରାଜ୍ୟରେ କୋଭିଡ ମୁକାବିଲା ନେଇ କରିବେ ଗୁରୁତ୍ବପୂର୍ଣ୍ଣ ଘୋଷଣା । ଜୁଲାଇ ମାସର ଗାଇଡଲାଇନ ନେଇ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ।

ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ କୋହଳ ହୋଇପାରେ କୋଭିଡ କଟକଣା । ଉପକୂଳରେ କୋଭିଡ କଟକଣା ବଳବତ୍ତର ରହିବା ସମ୍ଭାବନା । ସଂକ୍ରମଣ ଅଧିକ ଥିବାରୁ କଟକଣା ବଳବତ୍ତର ରହିବା ନେଇ ଅଶା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ