Masthead

ଡେଲ୍ଟା ଭାରିଆଣ୍ଟ ବିରୋଧରେ ଅଧିକ ପ୍ରଭାବଶାଳୀ କୋଭାକ୍ସିନ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତ ବାୟୋଟେକ ଓ ଆଇସିଏମଆର୍ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ୍ ଟିକା ଡେଲ୍ଟା ଭାରିଆଣ୍ଟ ବିରୋଧରେ ପ୍ରଭାବଶାଳୀ ବୋଲି ଅଧ୍ୟୟନରୁ ଜଣାପଡ଼ିଛି । ଏନେଇ ତଥ୍ୟ ପ୍ରକାଶ କରିଛି ଆମେରିକାର ସ୍ୱାସ୍ଥ୍ୟ ଗବେଷଣା ଅନୁଷ୍ଠାନ । ଏନଆଇଏଚର ଅଧ୍ୟୟନ ଅନୁସାରେ, କୋଭାକ୍ସିନ୍ ନେଇଥିବା ଲୋକଙ୍କ ବ୍ଲଡ୍ ସେରମରୁ ଜଣାପଡ଼ିଛି ଏହା ଆଣ୍ଟିବଡି ସୃଷ୍ଟି କରୁଛି ।

ବ୍ରିଟେନ୍ ଓ ଭାରତରେ ଚିହ୍ନିତ କୋଭିଡ୍ ଭାରିଆଣ୍ଟ ଈ.୧.୧.୭ , ଈ.୧.୬୧୭ ବିରୋଧରେ କୋଭାକ୍ସିନ୍ ପ୍ରଭାବ ଦେଖାଉଛି । କୋଭାକ୍ସିନର ଦ୍ୱିତୀୟ ପର୍ଯ୍ୟାୟ ଟ୍ରାଏଲ୍ ତଥ୍ୟ ଅନୁସାରେ କୋଭାକ୍ସିନ୍ ସୁରକ୍ଷିତ ଅଟେ । କୋଭାକ୍ସିନର ତୃତୀୟ ପର୍ଯ୍ୟାୟ ଡାଟା ଚଳିତବର୍ଷ ଶେଷ ଆଡ଼କୁ ଆସିପାରେ । ଲକ୍ଷଣ ଥିବା ରୋଗୀଙ୍କ କ୍ଷେତ୍ରରେ କୋଭାକ୍ସିନ୍ ୭୮ ପ୍ରତିଶତ ପ୍ରଭାବୀ କୁହାଯାଉଥିବା ବେଳେ ଏହା ମେଡିକାଲ ଆଡମିଶନରୁ ଶହେ ପ୍ରତିଶତ ବଞ୍ଚାଇଥାଏ । ସେହିଭଳି ଲକ୍ଷଣ ନଥିବା ବ୍ୟକ୍ତିଙ୍କ ଠାରେ କୋଭାକ୍ସିନ୍ ୭୦ ପ୍ରତିଶତ ପ୍ରଭାବୀ କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି