Masthead

ସପିଂ ମଲ୍, ବିୟୁଟି ପାର୍ଲର, ସ୍ପା ଖୋଲିବ ନାହିଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ଘୋଷଣା ଅନୁଯାୟୀ ଜୁଲାଇ ୧୬ ସକାଳ ୬ ଟା ଯାଏଁ ଆଂଶିକ ଲକଡାଉନ୍‌କୁ ବଢାଇ ଦିଆଯାଇଛି । ସାରା ରାଜ୍ୟ ପାଇଁ ଯେଉଁ କଟକଣା ବଳବତ୍ତର ରହିଛି ତାହା ହେଲା ସନ୍ଧ୍ୟା ୬ଟାରୁ ସକାଳ ୬ଟା ଯାଏଁ ନାଇଟ୍ କର୍ଫ୍ୟୁ ଜାରି ରହିବ ।

କୌଣସି ଠାରେ ସପିଂ ମଲ୍, ବିୟୁଟି ପାର୍ଲର, ସ୍ପା ଖୋଲିବ ନାହିଁ । ବିବାହ, ବ୍ରତଘର, ଶେଷକୃତ୍ୟ ଏବଂ ଅନ୍ୟାନ୍ୟ ସାମାଜିକ କାର୍ଯ୍ୟକ୍ରମ ପାଇଁ ପୂର୍ବରୁ ଜାରି ରହିଥିବା ନିର୍ଦ୍ଦେଶାବଳୀ ବଳବତ୍ତର ରହିବ । ତେବେ ସାରା ରାଜ୍ୟରେ ଚା’ ଏବଂ ଉଠାଦୋକାନ ଆଦିକୁ ଖୋଲିବାକୁ ଅନୁମତି ଥିଲେ ମଧ୍ୟ ଦୋକାନ ଆଗରେ କେହି ଚା’ ପିଇପାରିବେ ନାହିଁ କିମ୍ବା ଖାଦ୍ୟ ଖାଇପାରିବେନାହିଁ। ପାର୍ସଲ ନେଇପାରିବେ । ଏହା ବ୍ୟତୀତ ଅତ୍ୟାବଶକୀୟ ଜରୁରୀ ସେବା ପାଇଁ ପୂର୍ବ ନିର୍ଦ୍ଦେଶାବଳୀ କାଏମ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼