Masthead

ରାଜ୍ୟରେ ଟିକାର ଅଭାବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : ରାଜ୍ୟରେ ଟିକାର ଅଭାବ । ଗୁରୁବାର ୧୬ ଜିଲ୍ଲାରେ ଟିକାକରଣ ବନ୍ଦ । ବୁଧବାର ୧୧ଜିଲ୍ଲାରେ ଟିକାକରଣ ବନ୍ଦ ରହିଥିବା ବେଳେ ଗୁରୁବାର ୧୬ଜିଲ୍ଲାରେ ଟିକାକରଣ ବନ୍ଦ ରହିଛି । ଟିକା ନଥିବାରୁ ଗୁରୁବାର ରାଜ୍ୟର ୧୧୪ଟି ଟିକାକରଣ କେନ୍ଦ୍ରରେ ଟିକା ଦିଆଯିବ ।

ଜୁନ ୨୧ ପରଠାରୁ ବୁଧବାର ସବୁଠାରୁ କମ୍ ଟିକା ଦିଆଯାଇଛି । ବୁଧବାର ସାରା ରାଜ୍ୟରେ ୪୯ହଜାର ୬୩୭ ଟିକା ଦିଆଯାଇଛି । ବୁଧବାର ଅନୁଗୁଳ, ବଲାଙ୍ଗିର, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର, ଝାରସୁଗୁଡା, କେନ୍ଦ୍ରାପଡା, କୋରାପୁଟ ଓ ସୋନପୁରରେ ଟିକାକରଣ ବନ୍ଦ ରହିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା