Masthead

ପ୍ରଧାନମନ୍ତ୍ରୀଙ୍କ ନିକଟକୁ ଆମ୍ବ ପଠାଇଲେ ମମତା

କୋଲକତା(ବଡ଼ ଖବର ବ୍ୟୁରୋ) : ବିଧାନସଭା ର୍ନିବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ତିକ୍ତ ସମ୍ପର୍କ ସମସ୍ତଙ୍କୁ ଜଣା । ହେଲେ ରାଜନୈତିକ ମତଭେଦ ଏବଂ ଲଢେଇ ମଧ୍ୟରେ ମମତା ପ୍ରଧାନମନ୍ତ୍ରୀଙ୍କ ନିକଟକୁ ବଙ୍ଗଳାର ପ୍ରସିଦ୍ଧ ଲଙ୍ଗଡ଼ା-ହିମସାଗର ଏବଂ ଲଷ୍ମଣ ଭୋଗ ଆମ୍ବ ପଠାଇଛନ୍ତି ।

ଏହି ଆମ୍ବ ରାଜ୍ୟସରକାରଙ୍କ ତରଫରୁ ଦିଲ୍ଲୀସ୍ଥିତ ବଙ୍ଗ ଭବନକୁ ପଠାଯାଇଛି। ସେଠାରୁ ଏହି ଉପହାର ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ, କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କ ସମେତ ଅନ୍ୟ କେତେକ ନେତା ଓ ମନ୍ତ୍ରୀଙ୍କ ନିକଟକୁ ଯିବ । ସୂଚନା ଅନୁସାରେ, ପ୍ରତିବର୍ଷ ମମତା ବଙ୍ଗଳାର ଏହି ପ୍ରସିଦ୍ଧ ଆମ୍ବ ଦିଲ୍ଲୀର ନେତା, ମନ୍ତ୍ରୀମାନଙ୍କ ନିକଟକୁ ଉପହାର ସ୍ୱରୂପ ପାଠାଇଥାଆନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ