Masthead

କାଚିବ ବର୍ଷା ! ସତର୍କ ରହିବା ପାଇଁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଲେ ଏସଆରସି ।

ଭୂବନେଶ୍ୱର: ଦକ୍ଷିଣ ଓଡ଼ିଶା ଉପକୁଳରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାଶ୍ୱର୍ବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃୁଷ୍ଟି ହୋଇଛି । ଏହାରି ପ୍ରଭାବରେ ଆସନ୍ତା ୬ ତାରିଖ ପର୍ଯନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଯାହକୁ ଦୃଷ୍ଟିରେ ରଖି ୬ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଓ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଥିବା ଜିଲ୍ଲା ଗଞ୍ଜାମ, ବଲାଙ୍ଗୀର, ସୋନପୁର, କେନ୍ଦୁଝର ଓ ମୟୁରଭଞ୍ଜରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥି ସହିତ କନ୍ଧାମାଳ ବୌଦ୍ଧ, କଳାହାଣ୍ଡି, ଅନୁଗୋଳ, କଟକ, ପୁରୀ, ନୟାଗଡ଼, ଢେଙ୍କାନାଳ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ସମ୍ବଲପୁର ଆଦି ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସବୁ ଲିଲ୍ଲା ଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି ।

ଲଘୁଚାପ ପ୍ରଭାବରେ ଉପକୂଳ ଅଞ୍ଚଳରେ ୪୦ରୁ ୫୦ କି.ମି ବେଗରେ ପବନ ବହିବା ସହ ସମୁଦ୍ର ଅସନ୍ତ ରହିବ ଏଥିପାଇଁ ଆସନ୍ତା ୫ ତରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବି ମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ସତର୍କ କାରାଯାଛି । ଲଘୁଚାପ ପ୍ରଭାବରେ ଆସନ୍ତା ୪ ରୁ ୬ ତାରିଖ ପର୍ଯନ୍ତ ରଜ୍ୟର ଅଧିକାଶଂ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷାରେ ଅନେକ ଅଞ୍ଚଳ ଜଳ ମଗ୍ନ ହେବାର ମଧ୍ୟ ସମ୍ଭାବନା ଥିବାରୁ ଜିଲ୍ଲାପାଳ ମାନଙ୍କୁ ସତର୍କ ରହିବା ପାଇଁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଜଳ ନିଷ୍କାସନ, ପାହିଡିଆ ଅଞ୍ଚଳରେ ଭୂସ୍କଳନ ପ୍ରତି ନଜର ରଖିବା ପାଇଁ କହିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ