Masthead

ଧର୍ମପତ୍ନୀଙ୍କ ସ୍ମୃତିରେ ନବୀକରଣ ଭବନକୁ ଉଦଘାଟନ କଲେ ରାଜ୍ୟପାଳ

ପୁରୀ (ବଡ଼ ଖବର ବ୍ୟୁରୋ) : ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତିନି ଦିନିଆ ଗସ୍ତରେ ଗୁରୁବାର ପୂର୍ବାହ୍ନରେ ରାଜଭବନରେ ପହଞ୍ଚିଛନ୍ତି । ରାଜଭବନର ନବୀକରଣ ଭବନକୁ ରାଜ୍ୟପାଳ ଉଦଘାଟନ କରିଛନ୍ତି । ଗତ ଫନି ବାତ୍ୟାରେ ରାଜଭବନ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା । ଏହି ଅବସରରେ ରାଜ୍ୟପାଳ ରାଜଭଵନ ପରିସରରେ ଥିବା ଶୀଳା ଉପବନରେ ବୃକ୍ଷରୋପଣ କରି ବନୀକରଣର ଶୁଭାରମ୍ଭ ମଧ୍ୟ କରିଛନ୍ତି ।

ଏହି ଉପବନକୁ ସେ ତାଙ୍କର ଧର୍ମପତ୍ନୀ ସ୍ବର୍ଗତ ଶୁଶିଳା ଦେବୀଙ୍କ ସ୍ମୃତିରେ ଉତ୍ସଗୀକୃତ କରିଛନ୍ତି । ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶ୍ରୀ ପ୍ରମୋଦ ମେହେର୍ଦ୍ଦା, ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା, ଆରକ୍ଷୀ ଅଧିକ୍ଷକ ଡଃ କନୱାର ବିଶାଲ ସିଂ, ଗୃହ ନିର୍ମାଣ ସର୍ବୋଚ୍ଚ ଯନ୍ତ୍ରୀ ଶ୍ରୀ ବିଜୟ ଚନ୍ଦ୍ର ତ୍ରିପାଠୀ, ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଶ୍ରୀ ଗିରିଶ ଚନ୍ଦ୍ର ରାୟ ପ୍ରମୁଖ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ