Masthead

ଭାରତକୁ ଆସିବ ନାହିଁ କରୋନାର ତୃତୀୟ ଲହର: ଏମ୍ସ ନିର୍ଦ୍ଦେଶକ

(ବଡ଼ ଖବର ବ୍ୟୁରୋ): ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ନିର୍ଦ୍ଦେଶକ ଡ. ରଣଦୀପ ଗୁଲେରିଆ ଗୁରୁବାର କହିଛନ୍ତି ଭାରତକୁ ତୃତୀୟ ଲହର ଆସିବ ନାହିଁ । ଯଦି ଲୋକମାନେ ସାବଧାନ ରୁହନ୍ତି ଏବଂ ଭାରତ ବହୁ ସଂଖ୍ୟକ ଲୋକଙ୍କୁ ଟିକାକରଣ କରିବାରେ ସକ୍ଷମ ହୁଏ ତେବେ କରୋନା ମହାମାରୀର ତୃତୀୟ ଲହର ଭାରତକୁ ପ୍ରବେଶ କରି ପାରିବ ନାହିଁ ।

ଗୁଲେରିଆ ଆହୁରି ମଧ୍ୟ କହିଛନ୍ତି ଯେ, ଯଦି ଆମେ ସାବଧାନ ଏବଂ ଟିକାକରଣ ସଠିକ ଭାବେ କରିବା ତେବେ ତୃତୀୟ ଲହର ଆସିନପାରି ଦୁର୍ବଳ ହୋଇଯାଇ ପାରେ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏବେ କରୋନା ମାମଲା ହ୍ରାସ ପାଇବାରେ ଲାଗିଛି । କିଛି କ୍ଷେତ୍ରରେ ପଜିଟିଭ ହାର ଅଧିକ ରହିଛି । ଆମକୁ ସେହି କ୍ଷେତ୍ରରେ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରିବାକୁ ପଡ଼ିବ । ସେମାନଙ୍କୁ ହଟସ୍ପଟ ହେବାକୁ ଦିଆଯିବା ଉଚିତ ନୁହେଁ, ନହେଲେ ଭୂତାଣୁ ଅନ୍ୟ ଅଞ୍ଚଳରେ ବିସ୍ତାର ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି