ଆଜିଠାରୁ ବଢିଲା ବସ୍ ଭଡା

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବଢିଲା ବସ୍ ଭଡ଼ା । ସାଧାରଣ ଓ ଏକ୍ସପ୍ରେସ ବସ୍ ଭଡ଼ା କିଲୋମିଟର ପ୍ରତି ୪ ପଇସା ବଢ଼ିଛି । ଡିଲକ୍ସ ଓ ଏସି ଡିଲକ୍ସ ବସ୍ ଭଡ଼ା ୮ ପଇସା ଲେଖାଏ ବୃଦ୍ଧି ପାଇଛି । ସୁପର ପ୍ରିମିୟମ ବସରେ ଭଡ଼ା କିଲୋମଟରରୁ ପିଛା ୧୨ ପଇସା ବଢ଼ିଛି। ଆଜିଠୁ ଲାଗୁ ହୋଇଛି ବର୍ଦ୍ଧିତ ଦର।

ସାଧାରଣ ବସ୍ ଭଡ଼ା କିଲୋମିଟର ପ୍ରତି ୮୫ ପଇସା ଥିଲା ।୪ ପଇସା ବଢ଼ି ୮୯ ପଇସାକୁ ବୃଦ୍ଧି ପାଇଛି। ଏକ୍ସପ୍ରେସ ବସ୍ ଭଡା ୮୯ ପଇସା ଥିଲା। ଏବେ ୯୩ ପଇସା ହୋଇଛି। ଡିଲକ୍ସ ବସ ଭଡା କିଲୋମଟର ପ୍ରତି ୧୨୯ ପଇସା ବଢିଛି । ପୂର୍ବରୁ ୧୨୧ ପଇସା ଥିଲା

ଏସି ଡିଲକ୍ସ ବସ ଭଡା କିଲୋମିଟର ପ୍ରତି ୧୪୯ ପଇସାରୁ ବଢ଼ି ୧୫୭ ପଇସା ହୋଇଛି। ସେହିପରି ସୁପର ପ୍ରିମିୟମ ବସ ଭଡ଼ା ଆଉ ୧୨ ପଇସା ବଢ଼ି ୨୪୪ ପଇସା ହୋଇଛି। ପୂର୍ବରୁ ଥିଲା ୨୩୨ ପଇସା। ତୈଳ ଦର ବୃଦ୍ଧି ପରେ ଅଟୋଫେୟାର ମେକାନିଜମ ଅନୁସାରେ ବଢ଼ିଛି ବସ ଭଡା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ