Masthead

ଟିକାର ଅଭାବ: ୧୭ ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତୃତୀୟ ଲହର ସହ ଲଢିବାକୁ ହେଲେ ଅଧିକରୁ ଅଧିକ ଟିକାକରଣ ଉପରେ ଗୁରୁତ୍ୱ ଦେବାକୁ ପଡିବ। ଏହା ଉପରେ ସମୂର୍ଣ୍ଣ ଧ୍ୟାନ ଦେଉଛନ୍ତି ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର । ଏଥିପାଇଁ ସାରା ଦେଶରେ ଜୁନ ୨୧ ରୁ କ୍ୟାମ୍ପେନ ମୋଡରେ ଟିକାକରଣ ଆରମ୍ଭ ହୋଇଥିଲା । କିନ୍ତୁ ବର୍ତ୍ତମାନ ସମୟରେ ଟିକାର ଘୋର ଅଭାବ ଦେଖିବାକୁ ମିଳିଛି ।

ତେବେ ଟିକାର ଅଭାବ ଏହି ଅଭିଯାନକୁ ବାଟବଣା କରିଦେଇଛି । ପ୍ରତ୍ୟେକ ଦିନ କମି କମି ଚାଲିଛି ଟିକାକରଣ । ଗୁରୁବାର ରାଜ୍ୟରେ ମାତ୍ର ୧୨୩ ଟି କେନ୍ଦ୍ରରେ ୩୫ ହଜାର ୫୪୪ ଟିକା ଦିଆଯାଇଛି । ତେବେ ଗୁରୁବାର ୧୬ ଟି ଜିଲ୍ଲାରେ ଟିକାକରଣ ବନ୍ଦ ଥିବା ବେଳେ ଶୁକ୍ରବାର ୧୭ ଟି ଜିଲ୍ଲାରେ ଟିକାକରଣ ବନ୍ଦ ରହିଛି । ମାତ୍ର ୧୦୨ ଟି କେନ୍ଦ୍ରରେ ଟିକା ଦିଆଯିବ । ଏହା ଭିତରେ ଗୁରୁବାର ରାଜ୍ୟକୁ ମାତ୍ର ୧ଲକ୍ଷ କୋଭିସିଲ୍ଡ ଟିକା ଆସିଥିଲାବେଳେ ଶୁକ୍ରବାର ୧୦ଲକ୍ଷ ଡୋଜ୍ ଆସିବାର ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର