Masthead

ରାଜ୍ୟରେ ୩ ହଜାର ତଳକୁ ଖସୁନି କରୋନା ଗ୍ରାଫ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ୩ ହଜାର ତଳକୁ ଖସୁନି କରୋନା ଗ୍ରାଫ। ଗତ ୨୪ଘଣ୍ଟା ଭିତରେ ୩୨୨୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୬ ଜଣଙ୍କର ମୃତ୍ୟୁ ହୋଇଛି । ଏମାନଙ୍କ ମଧ୍ୟରୁ ୧୮୩୮ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୩୮୪ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସର୍ବାଧିକ ଆକ୍ରାନ୍ତ ତାଲିକାରେ ପ୍ରଥମରେ ରହିଛି କଟକ ।

କଟକରୁ ୬୧୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୨୨, ଜଗତସିଂହପୁରରୁ ୨୧୨, କେନ୍ଦ୍ରାପଡ଼ାରୁ ୧୭୯, ନୟାଗଡ଼ରୁ ୧୧୪, ପୁରୀରୁ ୧୮୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ଘଣ୍ଟା ଭିତରେ ୭୪ ହଜାର ୨୨୫ ନମୁନା ପରୀକ୍ଷା ହୋଇଥିବା ବେଳେ ଟେଷ୍ଟ ପଜିଟିଭିଟି ରେଟ ରହିଛି ୪.୩୪ ପ୍ରତିଶତ । ସେହିଭଳି ଏହି ସମୟ ମଧ୍ୟରେ ୩୪୫୭ ଜଣ ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ମୋଟ ୩୦୯୫୦ ସକ୍ରିୟ ସଂକ୍ରମଣ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ