Masthead

୫ରୁ ଖୋଲିବ ହାଇକୋର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୫ରୁ ଖୋଲିବ ହାଇକୋର୍ଟ । ୫ରୁ କୋଭିଡ କଟକଣା ଭିତରେ ଚାଲିବ ହାଇକୋର୍ଟ । ଜୁଲାଇ ୧ରୁ ୧୬ ପର୍ଯ୍ୟନ୍ତ ରାଜ୍ୟରେ କୋଭିଡ କଟକଣା କୋହଳ ହୋଇଛି । ଏହାକୁ ଆଖି ଆଗରେ ରଖି ଆସନ୍ତା ୫ରୁ ୧୭ ପର୍ଯ୍ୟନ୍ତ କଟକଣା ଭିତରେ ହାଇକୋର୍ଟ ଖୋଲିବାକୁ ନିଷ୍ପତ୍ତି ହୋଇଛି ।

ଏହି ସମୟ ମଧ୍ୟରେ ଗୋଟିଏ ଡିଭିଜନ୍ ବେଞ୍ଚ ଓ ୭ଟି ସିଙ୍ଗଲ ବେଞ୍ଚ ଭିଡିଓ କନ୍ଫରେନ୍ସିଂ ଜରିଆରେ କାର୍ଯ୍ୟ କରିବ । ଏହା ଦିନ ସାଢେ ଦଶଟାରୁ ଚାଲିବ । କର୍ମଚାରୀମାନେ ନିଜର ପରିଚୟପତ୍ର ସହ ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି । କର୍ମଚାରୀଙ୍କ ବ୍ୟତୀତ ଅନ୍ୟ କେହି ହାଇକୋର୍ଟ ଭିତରକୁ ପ୍ରବେଶ କରିପାରିବେ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ