Masthead

ବିସ୍ଫୋରକ ଉଦ୍ଧାର

ମାଲକାନଗିରି (ବଡ଼ ଖବର ବ୍ୟୁରୋ): କୁମ୍ବିଂ ଅପରେସନ ସମୟରେ ବିଏସଏଫ ବାହିନୀକୁ ମିଳିଲା ବଡ଼ ସଫଳତା। ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଅନ୍ତର୍ଗତ ବଡ଼ିଗାଟା-୭୬ ବାଟାଲିଅନର ଯବାନମାନେ ରାଜୁଲକୋଣ୍ଡା ଜଙ୍ଗଲରେ କୁମ୍ବିଂ ଅପରେସନ କରୁଥିବା ସମୟରେ ଗୁଇନ୍ଦା ସୂଚନା ପାଇ ୨୦୦ରୁ ଊର୍ଦ୍ଧ୍ୱ ଜିଲେଟିନ ଷ୍ଟିକ ଉଦ୍ଧାର କରିଛନ୍ତି। ପୂର୍ବରୁ ଏହି ଅଞ୍ଚଳ ମାଓଉପଦ୍ରୁତ ଅଞ୍ଚଳ ହୋଇଥିବା ବେଳେ ଏତେ ସଂଖ୍ୟକ ଜିଲେଟିନ ଷ୍ଟିକ କେମିତି ଏଠାକୁ ଆସିଲା ଏବଂ କିଏ ଏହାକୁ ଆଣିଛି ତାହା ଜାଣିବା ପାଇଁ ମାଲକାନଗିରି ପୋଲିସ ସହ ଯୋଗାଯୋଗ କରିଛି ବିଏସଏଫ ବାହିନୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼