Masthead

ଇସ୍ତଫା ଦେଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ!

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ତିରଥ୍ ସିଂ ରାୱତ୍ ଇସ୍ତଫା ଦେଇଥିବା ଚର୍ଚ୍ଚା! ଦିଲ୍ଲୀରୁ ଡେରାଡୁନ ଅଭିମୁଖେ ବାହାରିଲେ ତିରଥ୍ । ବିଜେପି ସଭାପତି ଜେପି ନଡ୍ଡାଙ୍କ ସହ ଆଲୋଚନା ପରେ ପଦରୁ ଦେଲେ ଇସ୍ତଫା ଦେଇଥିବା ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଉଛି! ସାମ୍ବିଧାନିକ ସଙ୍କଟ ନେଇ ଇସ୍ତଫା ଦେଇଥିବା ଜଣାପଡିଛି! ନୂଆ ମୁଖ୍ୟମନ୍ତ୍ରୀ ପଦ ପାଇଁ ୬ ଦାବିଦାର । ତାଲିକାରେ ସତପାଲ୍ ମହାରାଜ, ଧନ୍ ସିଂ ରାୱତ ଆଗରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ