Masthead

୪୫ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ଦେଶରେ କମୁଛି ସଂକ୍ରମଣ । ଆଜି ଦେଶରେ ୪୫ହଜାର ତଳକୁ ରହିଛି ଦୈନିକ ସଂକ୍ରମଣ । ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ୭୫୦ ତଳକୁ ରହିଛି । ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୪,୧୧୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୭୩୮ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୦୫,୦୨,୩୬୨ ଓ ମୃତ୍ୟୁସଂଖ୍ୟା ୪,୦୧,୦୫୦ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୫୭,୪୭୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୯୬,୦୫,୭୭୯ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୯୫,୫୩୩। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୩୪,୪୬,୧୧,୨୯୧ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁଲାଇ ୨ ତାରିଖ ସୁଦ୍ଧା ସମୁଦାୟ ୪୧,୬୪,୧୬,୪୬୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୮,୭୬,୦୩୬ଟି ନମୁନା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ