Masthead

ଟିକା କେନ୍ଦ୍ରରେ ଅସନ୍ତୋଷ

ସତ୍ୟବାଦୀ (ବଡ଼ ଖବର ବ୍ୟୁରୋ): ପୁରୀ ଜିଲ୍ଲା ସତ୍ୟବାଦୀରେ ଟିକା କରଣକୁ ନେଇ ତୀଵ୍ର ଅସନ୍ତୋଷ ଦେଖା ଦେଇଛି।ସତ୍ୟବାଦୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଶନିବାର ୪୫ ବର୍ଷରୁ ଉର୍ଦ୍ଧ୍ବଙ୍କ ପାଇଁ ଦ୍ଵିତୀୟ ଟିକା ଡୋଜ ନେବାର ବ୍ୟବସ୍ଥା ହୋଇଥିଲା । କିନ୍ତୁ କୌଣସି ପ୍ରଶାସନିକ ଅଧିକାରୀ ସଠିକ ସମୟରେ ଘଟଣାସ୍ଥଳରେ ଉପସ୍ଥିତ ନଥିବାରୁ ବିଶୃଙ୍ଖଳା ଦେଖା ଦେଇଥିଲା।

୨୦୦ ଡୋଜ ଥିବା ବେଳେ ପାଖାପାଖି ୧୦୦୦ରୁ ଅଧିକ ଲୋକ ଟିକା ନେବାକୁ ରୁଣ୍ଡ ହୋଇଥିଲେ। ଫଳରେ ପରିସ୍ଥିତି ଅଣାୟତ ହୋଇଥିଲା। ଘଟଣା ସ୍ଥଳରେ ସତ୍ୟବାଦୀ ଆଇଆଇସି ପହଞ୍ଚି ଲୋକଙ୍କୁ ବୁଝା ସୁଝା କରିଥିଲେ। କିନ୍ତୁ ପରିସ୍ଥିତିରେ ସୁଧାର ଆସିନଥିଲା । ପରିସ୍ଥିତି ଅଧିକ ଅଣାୟତ ହେବାରୁ ଟିକାକରଣକୁ ବନ୍ଦ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି