Masthead

ଗଞ୍ଜାମରେ ଦିଆଯିବ କୋଭାକ୍ସିନ ଟିକା

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲାରେ ଦିଆଯିବ କୋଭାକ୍ସିନ୍ ଟିକା । ଭୁବନେଶ୍ବର ପରେ ଏଣିକି ଗଞ୍ଜାମ ଜିଲ୍ଲାରେ ଦିଆଯିବ କୋଭାକ୍ସିନ୍ ଟିକା । ଟଳିବ ଟିକା ସଂକଟ। ବ୍ରହ୍ମପୁରରେ ପହଞ୍ଚିଲା କୋଭାକ୍ସିନ ଟିକା । ୧୮ ବର୍ଷରୁ ଉର୍ଦ୍ଧ୍ବ ସମସ୍ତଙ୍କୁ କୋଭାକ୍ସିନ୍ ଟିକା ଦେବା ପାଇଁ ଗଞ୍ଜାମ ଜିଲ୍ଲାପାଳ ଓ ବ୍ରହ୍ମପୁର ମହାନଗର ନିଗମକୁ ଚିଠି ଲେଖିଥିଲେ ସ୍ବାସ୍ଥ୍ୟ ବିଭାଗ ଏସିଏସ ।

ବ୍ରହ୍ମପୁର ସିଟି ହସ୍ପିଟାଲରେ ୧ ଲକ୍ଷ ୪୦ ହଜାର କୋଭାକ୍ସିନ୍ ଟିକା ପହଞ୍ଚିଛି। ରବିବାର ଗଞ୍ଜାମ ଜିଲ୍ଲାର ସମସ୍ତ ଟିକାକରଣ କେନ୍ଦ୍ରକୁ ଏହା ବିତରଣ କରାଯିବ । ଯେଉଁମାନେ ପ୍ରଥମ ଡୋଜ୍ କୋଭିସିଲ୍‌ଡ ନେଇଛନ୍ତି, ସେମାନେ ଦ୍ବିତୀୟ ଡୋଜ୍ ମଧ୍ୟ କୋଭିସିଲ୍‌ଡ ନେବେ। ଯେଉଁମାନେ ପ୍ରଥମ ଡୋଜ୍‌ ନେବେ, ସେମାନେ କୋଭାକ୍ସିନ୍ ଟିକା ନେବେ। ଗତ କିଛିଦିନ ହେବ ଜିଲ୍ଲାରେ ଟିକା ଅଭାବ ଯୋଗୁ ଟିକାକରଣ ବନ୍ଦ ରହିଥିଲା। ଫଳରେ ଲୋକମାନେ ଟିକାକେନ୍ଦ୍ରରୁ ନିରାଶ ହୋଇ ଫେରୁଥିଲେ। ତେବେ ବର୍ତ୍ତମାନ ଟିକା ପହଞ୍ଚିବା ପରେ ଗଞ୍ଜାମ ଜିଲ୍ଲାବାସୀ ଖୁସି ପ୍ରକଟ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା