Masthead

୨୪ ଘଣ୍ଟାରେ ୨ ହଜାର ୮୭୦ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ୨୪ ଘଣ୍ଟାରେ ୨ ହଜାର ୮୭୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛି । ୪୨ ଜଣଙ୍କ ମୃତ ହୋଇଛି । ଖୋର୍ଦ୍ଧାକୁ ଟପିଛି କଟକ । ଖୋର୍ଦ୍ଧାରେ ୩୮୪ଟି ନୂଆ ମାମଲା ସାମ୍ନାକୁ ଆସିଥିବା ବେଳେ କଟକରେ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୪୦ ।

ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୧ ହଜାର ୧୨୨ ନମୂନା ପରୀକ୍ଷା ହୋଇଛି । ସଂକ୍ରମଣ ହାର ୪ ଦଶମିକ ୩ ପ୍ରତିଶତ ରହିଛି । ସାରା ରାଜ୍ୟରୁ ମୋଟ ୯ ଲକ୍ଷ ୨୧ ହଜାର ୮୯୬ ମହାମାରୀ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୮୭ ହଜାର ୪୨୦ ଜଣ ସୁସ୍ଥ ହୋଇ ହୋଇଛନ୍ତି । ୪ହଜାର ୧୯୬ ଜଣଙ୍କ ଜୀବନ ନେଇଛି ଏହି ଅଦୃଶ୍ୟ ଭୂତାଣୁ । ଏବେ ବି ୩୦ ହଜାର ୨୨୭ ଜଣ କରୋନା ଦ୍ୱାରା ସଂକ୍ରମିତ ହୋଇ ଚିକିତ୍ସିତ ହେଉଛନ୍ତିା କରୋନା ସ୍ଥିତି ଅନୁଧ୍ୟାନ ପାଇଁ ସୋମବାର ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ