Masthead

୭ ବାଟାଲିୟନ କ୍ୟାମ୍ପସରେ ବୃକ୍ଷରୋପଣ କଲେ ପୋଲିସ କମିସନର

ଭୁବନେଶ୍ୱରେ (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରେ ୭ ବାଟାଲିୟନରେ ବୃକ୍ଷରୋପଣ କଲେ ପୋଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ ।

କମିଶନରେଟ ପୋଲିସ ସହ ଓଡ଼ିଶା ୭ ବାଟାଲିୟନ କମାଡାଣ୍ଡ ବିଜୟ କୁମାର ସାହୁ ତାଙ୍କ ସହିତ ଓଏସଏପି ସଙ୍ଘର କର୍ମକର୍ତ୍ତା ମାନଙ୍କ ମିଳିତ ଉଦ୍ୟମରେ ହେଲା ବୃକ୍ଷରୋପଣ କାର୍ଯ୍ୟକ୍ରମ । ୩୦୦ ଚାରା ରୋପଣ ହୋଇଛି ବୋଲି ସୂଚନା ଦେଲେ ଖୋଦ କମିସନର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ