Masthead

ରାଜ୍ୟରେ ସ୍ୱଭାବିକ ହେବ ବସ୍ ଚଳାଚଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ସ୍ୱଭାବିକ ହେବ ବସ୍ ଚଳାଚଳ । ସଂକ୍ରମଣ କମ୍ ଥିବା ଜିଲ୍ଲାର ୪୩ ଟି ରୁଟରେ ବସ୍ ଚାଲିବ । ଓଡ଼ିଶା ରାଜ୍ୟ ସଡକ ପରିବହନ ନିଗମ ଏହି ଘୋଷଣା କରିଛି । ଆଜିଠାରୁ ବସ୍ ଚଳାଚଳ ଆରମ୍ଭ ହେବ । ବସ୍ ଗୁଡିକ ରାଷ୍ଟ୍ରାୟତ ନିଗମର ୧୬ ଟି ଡିପୋରୁ ଯାତାୟତ କରିବ ।

ବସରେ କୌଣସି ଯାତ୍ରୀ ଛିଡା ହୋଇ ଯାଇପାରିବେ ନାହିଁ ବୋଲି ଓଏସ୍ଆର୍ଟିସି ପକ୍ଷରୁ କୁହାଯାଇଛି । ବସ୍ ଚଳାଚଳ ସମୟରେ କୋଭିଡ କଟକଣାକୁ କଡାକଡି ଭାବେ ପାଳନ କରାଯିବ । ଏହି ରୁଟ ମଧ୍ୟରେ ରହିଛି ଅନୁଗୁଳ-ଜୟପୁର, ବରଗଡ-ବ୍ରହ୍ମପୁର, ଭବାନୀପାଟଣା-ବ୍ରହ୍ମପୁର, ବଲାଙ୍ଗିର-ବ୍ରହ୍ମପୁର, ଜୟପୁର-ଫୁଲବାଣୀ, ଜୟପୁର-ଗୁଣୁପୁର, ଭାବାନୀପାଟଣା-ମୋଟୁ ଓ କେନ୍ଦୁଝର-ବଲାଙ୍ଗିର ରୁଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ