Masthead

କମୁଛି ସଂକ୍ରମଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ କମୁଛି ସଂକ୍ରମଣର ହାର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୪୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୭୧୮୬ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୨୮ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୦୫୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । କଟକରୁ ୪୨୨, ଖୋର୍ଦ୍ଧାରୁ ୪୦୭, ଯାଜପୁରରୁ ୨୦୨, ପୁରୀର ୧୫୪, ବାଲେଶ୍ୱର, ୧୫୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦୈନିକ ସଂକ୍ରମଣକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମଣ ସଂଖ୍ୟା ୯ ଲକ୍ଷ ୨୭ ହଜାର ୧୮୬ । ସେଥିରୁ ସୁସ୍ଥ ହୋଇଛନ୍ତି ୮ଲକ୍ଷ ୯୪ ହଜାର ୧୦୪ଜଣ । ୬୩ ହଜାର ୧୮୪ଜଣ ନମୁନା ପରୀକ୍ଷା ହୋଇଥିବା ବେଳେ ପଜିଟିଭ ରେଟ ରହିଛି ୩ ଦଶମିକ ୯୩ ପ୍ରତିଶତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି