Masthead

ରାଜ୍ୟରେ ଦିନକରେ ୪ ଲକ୍ଷ ଟିକାକରଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକରେ ୪ଲକ୍ଷ ଟିକାକରଣ । ସୋମବାର ଗୋଟିଏ ଦିନରେ ରାଜ୍ୟରେ ୪ଲକ୍ଷ ଲୋକଙ୍କୁ ଟିକାକରଣ କରାଯାଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟର ୧୬୯୬ଟି କେନ୍ଦ୍ରରେ ଟିକାକରଣ କରାଯାଇଛି । ଓଡ଼ିଶାରେ ମୋଟ ୧କୋଟି ୨୫ଲକ୍ଷ ୭୭ହଜାର ୮୮୨ରେ ପହଞ୍ଚିଛି ।

ସୋମବାର ଗଞ୍ଜାମରେ ୪୦ହଜାର, ବାଲେଶ୍ୱରରେ ୨୬ ହଜାର ୬୩୭, କଟକରେ ୧୭ ହଜାର ୩୧, ଖୋର୍ଦ୍ଧାରେ ୧୭ ହଜାର ୭୬୧, ସୁନ୍ଦରଗଡ଼ରେ ୧୧ହଜାର ୭୨୩, ମୟୁରଭଞ୍ଜରେ ୧୫ହଜାର ୧୮, କେଉଁଝର ଜିଲ୍ଲାରେ ୨୦ ହଜାର ୮୦, ଯାଜପୁରରେ ୧୫ ହଜାର ୩୩୯, ବଲାଙ୍ଗୀରରେ ୧୮ ହଜାର ୨୮୭, ସମ୍ବଲପୁରରେ ୯ ହଜାର ୪୯୨ ଟିକାକରଣ କରାଯାଇଥିବାବେଳେ ଅନ୍ୟାନ୍ୟ ଜିଲାରେ ୧୩ ହଜାରରୁ ୩ହଜାର ଭିତରେ ଟିକାକରଣ କରାଯାଇଛି।

୪ ହଜାରରୁ ୨ହଜାର ଭିତରେ ଦେବଗଡ଼, ବୌଦ୍ଧ, ମାଲକାନଗିରି, କନ୍ଧମାଳ ଓ ପୁରୀ ରହିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦେଶରେ ସୋମବାର ୪୫ଲକ୍ଷରୁ ଊର୍ଦ୍ଧ୍ବ ଟିକାକରଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋଦିଙ୍କ ବିଦେଶୀ ସାମଗ୍ରୀ ବର୍ଜନ ଅପିଲ 🔴 ‘ଇଟାର ଜବାବ ପଥରେ ଦେବୁ’ 🔴 ବେଆଇନ ବନ୍ଧୁକ ତିଆରି କାରଖାନା ଠାବ 🔴 ଆକ୍ସନ ମୋଡରେ ବିଧାୟକ ପବିତ୍ର ସାଉଁନ୍ତା 🔴 ଭାରତ ଆଗରେ ମୁଣ୍ଡ ନୁଆଁଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ 🔴 ୫ଦିନ ଯାଏ ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴  ଗିରଫ ହେଲେ ସିଆର୍ପିଏଫ କର୍ମଚାରୀ 🔴 ଭାରତରେ ଲଞ୍ଚ୍ ହେବ ସାଟେଲାଇଟ୍ ଇଣ୍ଟରନେଟ୍ 🔴 ରଥଯାତ୍ରାକୁ ଆସିବେ ମୋଦି! 🔴 ବଢ଼ୁଛି କୋଭିଡ୍, ୧ହଜାରରୁ ଉର୍ଦ୍ଧ ଟପିଲାଣି ଆକ୍ରାନ୍ତଙ୍କ ସଂଖ୍ୟା 🔴 ମୋଦିଙ୍କ ବିଦେଶୀ ସାମଗ୍ରୀ ବର୍ଜନ ଅପିଲ 🔴 ‘ଇଟାର ଜବାବ ପଥରେ ଦେବୁ’ 🔴 ବେଆଇନ ବନ୍ଧୁକ ତିଆରି କାରଖାନା ଠାବ 🔴 ଆକ୍ସନ ମୋଡରେ ବିଧାୟକ ପବିତ୍ର ସାଉଁନ୍ତା 🔴 ଭାରତ ଆଗରେ ମୁଣ୍ଡ ନୁଆଁଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ 🔴 ୫ଦିନ ଯାଏ ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴  ଗିରଫ ହେଲେ ସିଆର୍ପିଏଫ କର୍ମଚାରୀ 🔴 ଭାରତରେ ଲଞ୍ଚ୍ ହେବ ସାଟେଲାଇଟ୍ ଇଣ୍ଟରନେଟ୍ 🔴 ରଥଯାତ୍ରାକୁ ଆସିବେ ମୋଦି! 🔴 ବଢ଼ୁଛି କୋଭିଡ୍, ୧ହଜାରରୁ ଉର୍ଦ୍ଧ ଟପିଲାଣି ଆକ୍ରାନ୍ତଙ୍କ ସଂଖ୍ୟା