Masthead

“କୋଭିଡ ମୃତ୍ୟୁ ସଂଖ୍ୟା ରିୟଲ ଟାଇମ ନୁହଁ”

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କରୋନାଜନିତ ମୃତ୍ୟୁ ସଂଖ୍ୟାକୁ ନେଇ ସ୍ପଷ୍ଟୀକରଣ । ସ୍ପଷ୍ଟୀକରଣ ଦେଲେ ଡିଏମଇଟି ସିବିକେ ମହାନ୍ତି । ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ରିୟଲ ଟାଇମ ନୁହେଁ । ଗୋଟିଏ ଦିନରେ ଆସୁଥିବା ମୃତ୍ୟୁ ସଂଖ୍ୟା ସେଇ ନିର୍ଦ୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରାଯାଇ କୋଭିଡ ମୃତ୍ୟୁ ସଂଖ୍ୟାକୁ ଘୋଷଣା କରାଯାଉଛି ।

ସରକାର ମୃତ୍ୟୁ ସଂଖ୍ୟାକୁ ଲୁଚେଇ ନାହାନ୍ତି । ପୂର୍ବରୁ କୋଭିଡ, ନନ କୋଭିଡ ମୃତ୍ୟୁକୁ ନେଇ ସଂଶୟ ସୃଷ୍ଟି ହୋଇଥିଲା । କେଉଁ କାଟାଗୋରୀରେ କେଉଁ ମୃତ୍ୟୁ ଯିବ ସେ ନେଇ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ମିଳିବା ପରେ ମୃତ୍ୟୁ ତଥ୍ୟର ଅଡିଟ କରାଯାଇଛି। କରୋନା ପିକ ସମୟରେ ଡାକ୍ତରମାନେ ରୋଗୀଙ୍କ ଚିକିତ୍ସାରେ ବ୍ୟସ୍ତ ରହୁଥିଲେ । ଏବେ ରୋଗୀ ସଂଖ୍ୟା କମିବା ପରେ ଅଡିଟ କରାଯାଇ ତଥ୍ୟ ଆସୁଛି । ପୂର୍ବରୁ କୋଭିଡ,ନନ କୋଭିଡ ମୂତ୍ୟୁକୁ ନେଇ ସଂଶୟ ସୃଷ୍ଟି ହୋଇଥିଲା । କେଉଁ କାଟାଗୋରୀରେ କେଉଁ ମୃତ୍ୟୁ ଯିବ ସେ ନେଇ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ମିଳିବା ପରେ ମୃତ୍ୟୁ ତଥ୍ୟର ଅଡିଟ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..