Masthead

ରେଳପଥ ନିର୍ମାଣକୁ ନେଇ ଚାଷୀ ପୋଲିସ ମୁହାଁ-ମୁହିଁ

ସୁକିନ୍ଦା (ବଡ଼ ଖବର ବ୍ୟୁରୋ): ରେଳପଥ ନିର୍ମାଣକୁ ନେଇ ଚାଷୀ ପୋଲିସ ମୁହାଁମୁହଁ । ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ ଦାମୋଦରପୁର ଠାରେ ରେଳପଥ ନିର୍ମାଣ କାମକୁ ନେଇ ପୋଲିସ ସହ ଚାଷୀଙ୍କ ମୁହଁମୁହିଁ ହୋଇଛି ।

ସୂଚନା ଅନୁସାରେ, ରେଳପଥ ନିର୍ମାଣ କାମ ଚାଲୁଥିବା ବେଳେ ଚାଷୀଙ୍କ ବିଲକୁ ଜଳ ନିସ୍କାସନ ସୁବିଧା ନକରିବା ସହ ବିଲକୁ ରାସ୍ତ ନଛାଡି ଠିକା କାମ କରୁଥିବାରୁ ସ୍ଥାନୀୟ ଚାଷୀ ଏହାକୁ ବିରୋଧ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା