Masthead

୨୦ରୁ ହେବ ଜେଇଇ ମେନ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆସନ୍ତା ଜୁଲାଇ ୨୦ ତାରିଖରୁ ଆରମ୍ଭ ହେବ ଚଳିତ ବର୍ଷର ଜେଇଇ ମେନ୍ । ଜୁଲାଇ ୨୦ରୁ ୨୫ ମଧ୍ୟରେ ସେସନ-୩ର ହେବ ପରୀକ୍ଷା । ସେହିପରି ଜୁଲାଇ ୨୭ରୁ ଅଗଷ୍ଟ ୨ମଧ୍ୟରେ ସେସନ-୪ ପାଇଁ ପରୀକ୍ଷା ହେବ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ।

ସେସନ ୩ ପାଇଁ ଜୁଲାଇ ୬ରୁ ୮ ତାରିଖ ମଧ୍ୟରେ ଆପ୍ଲିକେସନ ଫର୍ମ ଦାଖଲ କରିବେ । ୮ ତାରିଖ ସୁଦ୍ଧା ଦେୟ ଦେବେ । ସେହିପରି ସେସନ ୪ ପାଇଁ ଜୁଲାଇ ୯ରୁ ୧୨ ତାରିଖ ମଧ୍ୟରେ ଆପ୍ଲିକେସନ ଫର୍ମ ଦାଖଲ କରିବେ । କରୋନା ପାଇଁ ୩୩୪ ସହରର ୮୨୮କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହେବ । କରୋନା ପାଇଁ ଜେଇଇ ମେନ୍ ପାଇଁ ଗାଇଡଲାଇନ୍ ଜାରି କରାଯାଇଛି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ୭ ଯାଇଛି ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ   🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ୭ ଯାଇଛି ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ