Masthead

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୫ ଆତଙ୍କବାଦୀ ନିହତ

(ବଡ଼ ଖବର ବ୍ୟୁରୋ): ଜାମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ଭାରତୀୟ ଯବାନଙ୍କ ଗୁଳିରେ ୫ ଆତଙ୍କବାଦୀ ନିହତ । କିଛି ଆତଙ୍କବାଦୀ ଲୁଚି ରହିଥିବା ଅନୁମାନ କରାଯାଉଛି । ସେଠାରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି । ପୁଲୱାମା ଅଞ୍ଚଳର ପୋଚାଲ ଅଞ୍ଚଳରେ ସୁରକ୍ଷା ବାହିନୀ ବଡ଼ ସଫଳତା ହାସଲ କରିଛି । ଏହି ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ ହୋଇଥିଲେ ।

ଅନ୍ୟପକ୍ଷରେ କୁଲଗାମ ଜିଲ୍ଲାରେ ହୋଇଥିବା ଏନକାଉଣ୍ଟରରେ ଆଉ ଦୁଇଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । କାଶ୍ମୀରର ଆଇଜିପି ବିଜୟ କୁମାର କହିଛନ୍ତି ଯେ ଗତ ୫ ଘଣ୍ଟା ମଧ୍ୟରେ ସୁରକ୍ଷା ବାହିନୀ ଦ୍ୱାରା ୫ ଆତଙ୍କବାଦୀ ନିହତ ହୋଇଛନ୍ତି । କୌଣସି କ୍ଷତିରେ ଅପରେସନ୍ ଚଳାଇଥିବାରୁ ଆଇଜିପି ପୋଲିସ ଏବଂ ସୁରକ୍ଷା ବାହିନୀକୁ ଅଭିନନ୍ଦନ ଜଣାଇଛି । ସୂଚନାଯୋଗ୍ୟ ଯେ, ଗୁରୁବାର ଦିନ ଜାମ୍ମୁ କାଶ୍ମୀରର କୁଲଗାମ ଏବଂ ପୁଲୱାମା ଜିଲ୍ଲାରେ ସୁରକ୍ଷା ବାହିନୀ ସହିତ ଦୁଇଟି ପୃଥକ ମୁକାବିଲାରେ ୫ ଆତଙ୍କବାଦୀ ନିହତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ