Masthead

୧୫ରେ ଓଡ଼ିଶା ବନ୍ଦକୁ କଂଗ୍ରେସର ସମର୍ଥନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୧୫ରେ ଓଡ଼ିଶା ବନ୍ଦ । ବାମଦଳର ଡାକରାକୁ ସମର୍ଥନ କରିବ କଂଗ୍ରେସ । କରୋନା ମହାମାରୀ ଯୋଗୁଁ ସାଧାରଣ ଲୋକଙ୍କ ଜୀବନ ଓ ଜୀବିକା ସଙ୍କଟାପନ୍ନ । ତା ସାଙ୍ଗକୁ ଡିଜେଲ ଓ ପେଟ୍ରୋଲ ଉପରେ ଟିକସ ବୃଦ୍ଧି ଯୋଗୁଁ ବର୍ତ୍ତମାନ ତୈଳ ଦର ଲିଟର ପିଛା ୧୦୦ ଟଙ୍କାରୁ ଅଧିକ ହେଲାଣି ।

ଉଭୟ କେନ୍ଦ୍ର ଓ ରାଜ୍ୟସରକାର ଜନମାରଣ ନୀତି ବିରୁଦ୍ଧରେ ସିପିଆଇ, ସିପିଆଇ(ଏମ ), ସିପିଆଇ (ଏମ୍ଏଲ ) ଲିବରେସନ, ଫରୱାର୍ଡ଼ ବ୍ଲକ ପ୍ରମୁଖ ୪ଟି ବାମଦଳ ଆସନ୍ତା ଜୁଲାଇ ୧୫ ତାରିଖ ଗୁରୁବାର ସକାଳ ୬ ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି । ଏହି ବନ୍ଦ ଡାକରାକୁ ଭାରତୀୟ ଜାତୀୟ କଂଗ୍ରେସ ପୂର୍ଣ୍ଣ ସମର୍ଥନ କରିବ ବୋଲି କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା