Masthead

ଆଜି ଶ୍ରୀଜିଉଙ୍କ ନେତ୍ରୋତ୍ସବ

ଭୁୂବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀଜିଉଙ୍କ ନେତ୍ରୋତ୍ସବ । ଉଭା ଅମାବାସ୍ୟା । ବା ନବଯୌବନ ଦର୍ଶନ । ସ୍ନାନପୂର୍ଣ୍ଣିମାଠାରୁ ଜ୍ୱରରେ ପୀଡ଼ିତ ହୋଇ ଶ୍ରୀଜିଉ ଅଣସର ପିଣ୍ଡିରେ ବିଜେ ହୋଇଥିଲେ । ସୁସ୍ଥ ହେବା ପରେ ଖଡ଼ି ପ୍ରସାଦ ଲାଗି ଓ ବନକ ଲାଗି ନୀତି ସମ୍ପନ୍ନ ହୋଇଛି । ଆଜି ଶ୍ରୀଜିଉ ଭକ୍ତଙ୍କୁ ଦର୍ଶନ ଦେବେ । ଉଭା ହେବେ ।

ନବଯୌବନ ବେଶରେ ଦର୍ଶନ ଦେବେ । ତେବେ କୋଭିଡ କଟକଣା ଯୋଗୁଁ ଭକ୍ତମାନେ ଏହି ଅପୂର୍ବ ଶେବ ଦର୍ଶନରୁ ବଞ୍ଚିତ । ଶୁକ୍ରବାର ଭୋରରୁ ଘଣ୍ଟ, ଛତା, କାହାଳୀ ସହ ଏକ ପ୍ରତିନିଧି ଦଳ ଦତ୍ତମହାପାତ୍ରଙ୍କ ଘରକୁ ଯାଇଥିଲେ । ସେଠାରୁ ଶ୍ରୀମନ୍ଦିରକୁ ଖଡିପ୍ରସାଦ ବିଜେ କରାଇଥିଲେ । ଖଡ଼ି ପ୍ରସାଦକୁ ପତି ମହାପାତ୍ର ସଂସ୍କାର କରିବା ପରେ ଦତ୍ତମହାପାତ୍ର ସେବକ ଓ ଦଇତାପତି ସେବକ ଶ୍ରୀନଆରକୁ ଖଡ଼ି ପ୍ରସାଦ ବିଜେ କରାଇଥିଲେ । ଏହି ଖଡ଼ି ପ୍ରସାଦଗୁଡ଼ିକୁ ଗଜପତିଙ୍କ ଗାଦିରେ ରଖାଯାଇଥିଲା। ପରେ ଶୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ବଢିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା