Masthead

କମୁଛି ସଂକ୍ରମଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ କମୁଛି ସଂକ୍ରମଣ । ଗତ ୨୪ଘଣ୍ଟା ମଧ୍ୟରେ ଦେଶରେ ୪୩ହଜାର ୩୯୩ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୭ଲକ୍ଷ ୫୨ହଜାର ୯୫୦କୁ ବୃଦ୍ଧି ପାଇଛି । ସେପଟେ ସକ୍ରିୟଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଇବାରେ ଲାଗିଛି । ବର୍ତ୍ତମାନ ଦେଶରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ଲକ୍ଷ ୫୮ହଜାର ୭୨୭ ରହିଛି । ସେହିପରି ୨୪ଘଣ୍ଟାରେ ୯୧୧ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା