Masthead

ବିନା ଦର୍ଶକରେ ଏଥର ଅଲିମ୍ପିକ୍ସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିନା ଦର୍ଶକରେ ଏଥର ଅଲିମ୍ପିକ୍ସ । ଦର୍ଶକ ବସିବେନି କିନ୍ତୁ ଖେଳ ଚାଲିବ । କୋଭିଡ ଜନିତ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଜାପାନରେ ବଢି ଚାଲିଥିବାବେଳେ ଜାପାନ ପ୍ରଧାନମନ୍ତ୍ରୀ ନେଇଛନ୍ତି ଏହି ନିଷ୍ପତ୍ତି । ଚଳିତ ବର୍ଷ ଜୁଲାଇ ୨୩ ରୁ ଅଗଷ୍ଟ ୮ ଯାଏଁ ଅଲିମ୍ପିକ୍ସ ଜାପାନର ରାଜଧାନୀ ଟୋକିଓରେ ଖେଳାଯିବାକୁ ଥିବାବେଳେ ଏପରି କଠୋର କଟକଣା ଲଗାଇଛନ୍ତି ଜାପାନ ପ୍ରଧାନମନ୍ତ୍ରୀ ୟୋସିହିଡେ ସୁଗା ।

ଟୋକିଓ ଅଲମ୍ପିକ ଖେଳାଯିବା ପୂର୍ବରୁ ଅନେକ କ୍ରୀଡ଼ାବିତ୍ ମଧ୍ୟ କୋଭିଡ ଆକ୍ରାନ୍ତ ହୋଇଛନ୍ତି । ସେପଟେ ସମଗ୍ର ଜାପାନରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ଘଟିବାରେ ଲାଗିଛି । ତେବେ ଜାପାନ ସରକାର, ଟୋକିଓ ଅଲମ୍ପିକର ଆୟୋଜକ, ଅଲମ୍ପିକ ଏବଂ ପାରା ଅଲମ୍ପିକର କିଛି ସଦସ୍ୟଙ୍କୁ ନେଇ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର