Masthead

ଦେଶରେ ବଢ଼ୁଛି ସୁସ୍ଥତା ହାର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):କୋଭିଡସ୍ଥିତି ନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା । ଦେଶରେ ସୁସ୍ଥତା ହାର ୯୭.୨ପ୍ରତିଶତ ବଢିଛି । ଗତ ସପ୍ତାହକ ମଧ୍ୟରେ ୮% ସଂକ୍ରମଣ ହ୍ରାସ ପାଇଛି । ୯୦ଜିଲ୍ଲାରେ ୮୦% ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ କମୁଥିବା ବେଳେ କୋଭିଡ ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସାରା ଦେଶରେ ଦ୍ୱିତୀୟ ଲହର ସଂଘର୍ଷ ଜାରି ରହିଛି । ଗର୍ଭବତୀଙ୍କ ଟିକାକରଣ ନେଇ ମଧ୍ୟ ଗାଇଡଲାଇନ ଜାରି କରାଯାଇଛି । ତୃତୀୟ ଲହର ଶିଶୁଙ୍କୁ ଅଧିକ ସଂକ୍ରମିତ କରିବା ନେଇ ଆଶଙ୍କା କରାଯାଉଥିବା ବେଳେ ଗର୍ଭବତୀଙ୍କୁ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି