Masthead

କଟକ ଫ୍ୟାମିଲି କୋର୍ଟରେ ହାଜର ହେଲେ ଅନୁଭବ ଓ ବର୍ଷା

କଟକ(ବଡ଼ ଖବର ବ୍ୟୁରୋ): କଟକ ଫ୍ୟାମିଲି କୋର୍ଟରେ ହାଜର ହେଲେ ସାଂସଦ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶନୀ । ବିବାହ ବିଚ୍ଛେଦ ମାମଲାରେ ଉଭୟ ଆଜି କୋର୍ଟରେ ହାଜର ହୋଇଛନ୍ତି । ଉଭୟ ୧୫ ମିନିଟ୍ ଧରି କୋର୍ଟରେ ରହିଥିଲେ । ବିବାହ ବିଚ୍ଛେଦ ମାମଲାର ଆପୋଷ ବୁଝାମଣା କରିବା ପାଇଁ ଫ୍ୟାମିଲ କୋର୍ଟଙ୍କୁ ଉଭୟଙ୍କୁ ଡକା ଯାଇଥିଲା । ତେବେ ପ୍ରଥମ ଥର ପାଇଁ ବର୍ଷା ଆଜି କୋର୍ଟରେ ହାଜର ହୋଇଛନ୍ତି । ଆଗରୁ ଅନୁଭବ ୩ ଥର ଫ୍ୟାମିଲ କୋର୍ଟରେ ହାଜର ହୋଇଛନ୍ତି, କିନ୍ତୁ କୌଣସି ଅସୁବିଧା କାରଣରୁ ବର୍ଷା ଆସି ପାରିନଥିଲେ ।

ବିବାହ ବିଚ୍ଛେଦ ମାମଲାରେ ଫ୍ୟାମିଲ କୋର୍ଟ ପ୍ରଥମେ ଆପୋଷ ବୁଝାମଣା ପାଇଁ ପରାମର୍ଶ ଦେଇଥିଲେ । ଏବଂ ଏହି ପରାମର୍ଶ ମୁତାବକ ଉଭୟଙ୍କୁ ଫ୍ୟାମିଲି କୋର୍ଟଙ୍କୁ ଡକାଯାଉଛି । ଆଜି ଉଭୟ ସାମ୍ନା ସାମ୍ନି ବସିଥିଲେ, ଅନୁଭବ କହିଥିଲେ, ସେ ବିବାହ ବିଚ୍ଛେଦ ଚାହାନ୍ତି କିନ୍ତୁ ବର୍ଷା ବିବାହ ବିଚ୍ଛେଦ ଚାହୁଁନଥିବା ଶୁଣିବାକୁ ମିଳିଛି । ଏଭଳି ପରିସ୍ଥିତିରେ ଏହି ବିବାଦ ଏବେ ସମାଧାନ ହେବା ଭଳି ଲାଗୁ ନାହିଁ । ଗତକାଲି ଅନୁଭବ, କଟକ ପୁରୀଘାଟ ଥାନା ବର୍ଷା ବିରୋଧରେ ଅଭିଯୋଗ କରି କହିଥିଲେ, ଯେ ବର୍ଷା ତାଙ୍କ ବିରୋଧରେ ଷଡ଼ଯନ୍ତ୍ର କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା