Masthead

ଆଇପିଏସ ସ୍ତରରେ ଅଦଳ ବଦଳ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଇପିଏସ ସ୍ତରରେ ଅଦଳ ବଦଳ । ଜଗତସିଂହପୁର ଏସପି ପ୍ରକାଶ ଆରଙ୍କୁ ଭିଜିଲାନ୍ସକୁ ବଦଳି । ଅଖିଳେଶ୍ୱର ସିଂହ ଜଗତସିଂହପୁରର ନୂତନ ଏସପି ନିଯୁକ୍ତ । ପି ଏସ ପୁରୁଷୋତ୍ତମଦାସ ନବରଙ୍ଗପୁର ଏସପି ନିଯୁକ୍ତ । ରାହୁଲ ଜୈନ ବରଗଡ଼ ଏସପି ନିଯୁକ୍ତ । ପ୍ରତ୍ୟୁଷ ଦିବାକର ନୂଆପଡ଼ା ଏସପି ନିଯୁକ୍ତ । କେ ଆର . ଧ୍ୟାନଦେଓ ମୟୂରଭଞ୍ଜ ଏସପି ନିଯୁକ୍ତ । ପ୍ରହଲ୍ଲାଦ ମୀନା ମାଲକାନଗିରି ଏସପି ନିଯୁକ୍ତ । ଏସ. ଦେବଦତ୍ତ ସିଂ ପୋଲିସ ମୁଖ୍ୟାଳୟ ଆଇଜିପିରେ ନିଯୁକ୍ତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ