Masthead

ମନରେଗା ଶ୍ରମିକଙ୍କ ପାଇଁ ସହାୟତା ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମନରେଗା ଶ୍ରମିକଙ୍କ ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏପ୍ରିଲ, ମେ ଓ ଜୁନ୍ ମାସ ପାଇଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରତି ଶ୍ରମ ଦିବସ ପାଇଁ ଜବକାର୍ଡଧାରୀମାନେ ଅନରେଗା ଯୋଜନାରେ ଅତିରିକ୍ତ ୫୦ ଟଙ୍କା ଲେଖାଏଁ ସହାୟତା ପାଇବେ ।

ଏଥିରେ ରାଜ୍ୟରେ ଥିବା ୩୨ ଲକ୍ଷରୁ ଅଧିକ ମନରେଗା ଶ୍ରମିକ ଉପକୃତ ହେବେ ଏବଂ ୭ ଦିନ ମଧ୍ୟରେ ଏହି ଟଙ୍କା ଆକାଉଣ୍ଟକୁ ଯିବ । ଏହି ବାବଦରେ ୩୩୨କୋଟି ଟଙ୍କା ଖର୍ଚ୍ଚ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା