Masthead

୪ ବାଘ ଛାଲ ଜବତ

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): ୪ ବାଘ ଛାଲ ଜବତ । କଳାହାଣ୍ଡି ଓ୍ବାଇଲ୍ଡ ଲାଇଫ କ୍ରାଇମ୍ କଣ୍ଟ୍ରୋଲ ବ୍ୟୁରୋ ଟିମ ଜବତ କରିଛି ବାଘଛାଲ । ୪ ଅଭିଯୁକ୍ତଙ୍କୁ ମଧ୍ୟ ଗିରଫ କରାଯାଇଛି । ଦକ୍ଷିଣ ବନଖଣ୍ଡ ଶଗଡା ଅଂଚଳରୁ ୩ ଚିତାବାଘ ଛାଲ ସହ ଗୋଟିଏ ମହାବାଳ ବାଘ ଛାଲ ଜବତ ହୋଇଛି । ବିପିନ ଚୈଧୁରୀଙ୍କ ନେତୃତ୍ୱରେ ଓ୍ବାଇଲ୍ଡ ଲାଇଫ କ୍ରାଇମ୍ କଣ୍ଟ୍ରୋଲ ବ୍ୟୁରୋର ଗରିଆବନ୍ଧ, ନୁଆପଡା ଓ କଳାହାଣ୍ଡିର ବନ ଅଧିକାରୀ ସାମିଲ୍ ହୋଇଥିଲେ । ସେମାନେ ବାଘଛାଲ ବେପାରୀ ପରିଚୟ ଦେଇ ବାଘଛାଲ ଜବତ କରିବା ସହ ୪ଜଣଙ୍କୁ ଗିରଫ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି