Masthead

ପରଲୋକରେ ଦେବଦାସୀ

ପୁରୀ (ବଡ଼ ଖବର ବ୍ୟୁରୋ): ଦେବଦାସୀ ପରଶମଣିଙ୍କ ପରଲୋକ । ଶ୍ରୀମନ୍ଦିରର ଶେଷ ଦେବଦାସୀ ପରଶମଣିଙ୍କ ପରଲୋକ । ୯୪ ବର୍ଷ ବୟସରେ ଇହଧାମ ତ୍ୟାଗ କରିଛନ୍ତି ପରଶମଣି । ଶୁକ୍ରବାର ରାତିରେ ଶୋଇଥିବା ବେଳେ ତାଙ୍କର ଗଚ୍ଛକାଲି ନିକଟ ବାସସ୍ଥାନରେ ମୃତ୍ୟବରଣ କରିଛନ୍ତି। ଆଜି ତାଙ୍କର ଶେଷକୃତ୍ୟ ପୁରୀ ସ୍ୱର୍ଗଦ୍ୱାରରେ କରାଯାଇଥିଲା। ତାଙ୍କୁ ମୁଖାଗ୍ନୀ ଦେଇଥିଲେ ପ୍ରସନ୍ନ କୁମାର ଦାସ । ସ୍ୱର୍ଗତ ପରଶମଣି ଜଣେ ଅମାୟିକା ମଣିଷ ଥିଲେ। ମହାପ୍ରଭୁଙ୍କ ଦେବଦାସୀ ଭାବରେ ସେବା କରୁଥିଲେ । କିନ୍ତୁ ବିଗତ କିଛି ବର୍ଷଧରି ଏହି ସେବାରୁ ନିବୃତ ଥିଲେ ପରଶମଣି। ସେ ମୁକ୍ତିମଣ୍ଡପ ସମ୍ମୁଖ ମାଜଣା ମଣ୍ଡପରେ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭଜନ ଓ ଜଣାଣ ଗାନ କରୁଥିଲେ । ତାଙ୍କ ପରୋଲୋକ ଖବର ପାଇ ପୁରୀବାସୀଙ୍କ ମନରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ