Masthead

କୋପା ଆମେରିକା କପ୍: ଚାମ୍ପିଅନ ଆର୍ଜେଣ୍ଟିନା

(ବଡ଼ ଖବର ବ୍ୟୁରୋ): କୋପା ଆମେରିକା କପରେ ଚାମ୍ପିଅନ ହେଲା ଆର୍ଜେଣ୍ଟିନା । ଦୀର୍ଘ ୨୮ ବର୍ଷ ପରେ ଲିୟୋନଲ ମେସୀଙ୍କ ନେତୃତ୍ୱରେ ଚାମ୍ପିଅନ ହେଲା ଆର୍ଜେଣ୍ଟିନା । ଶନିବାର ଖେଳାଯାଇଥିବା ଏହି ମୁକାବିଲାରେ ଆର୍ଜେଣ୍ଟିନା ବ୍ରାଜିଲକୁ ୧-୦ ଗୋଲରେ ହରାଇ ଟାଇଟଲ୍ ହାସଲ କରିଛି । ଏହାସହ ୧୫ ଥର ଏହି ଟାଇଟସ ଜିତି ରେକର୍ଡ କରିଛି ।

ଆର୍ଜେଣ୍ଟିନା ପକ୍ଷରୁ ଆଞ୍ଜେଲ ଡି ମାରିୟା ଗୋଟିଏ ଗୋଲ କରିଥିଲେ । ଡି ମାରିଆ ଖେଳର ୨୨ ତମ ମିନିଟରେ ପ୍ରତିପକ୍ଷକୁ ଗୋଲ୍ ଦେଇଥିଲେ । ଦଳର ଷ୍ଟାର ଫୁଟବଲର ଲିୟୋନଲ ମେସୀଙ୍କ ପାଇଁ ଏହି ଟାଇଟଲ ଖାସ ଅଟେ । କାରଣ ମେସୀ ବିଭିନ୍ନ କ୍ଲବ ପକ୍ଷରୁ ଖେଳି ଟାଇଟଲ ଜିତିଥିଲେ ମଧ୍ୟ ନିଜ ଦେଶକୁ କୌଣସି ବଡ ଟାଇଟଲ ଜିତାଇ ନଥିଲେ । ଏହି ଫାଇନାଲ ମୁକାବିଲାରେ ବ୍ରାଜିଲ ଓ ଆର୍ଜେଣ୍ଟିନା ସାମ୍ନାସାମ୍ନି ହୋଇଥିଲେ । ଲିୟୋନଲ ମେସୀଙ୍କ ନେତୃତ୍ୱରେ ଆର୍ଜେଣ୍ଟିନା ୨୦୧୫ ଓ ୨୦୧୬ରେ ଦୁଇଥର ଫାଇନାଲରେ ପହଁଚିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ!